ଗଣନା ପୁସ୍ତକ 14:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଆମ୍ଭ ବିରୁଦ୍ଧରେ ଯେଉଁ ଦୁଷ୍ଟ ମଣ୍ଡଳୀ ଏକତ୍ରିତ ହୋଇଅଛି, ତାହା ପ୍ରତି ଆମ୍ଭେ ତାହା ନିଶ୍ଚୟ କରିବା, ପୁଣି, ସେମାନେ ଏହି ପ୍ରାନ୍ତରରେ ନଷ୍ଟ ହେବେ ଓ ଏହି ସ୍ଥାନରେ ସେମାନେ ମରିବେ।’” Gade chapit laପବିତ୍ର ବାଇବଲ (Re-edited) - (BSI)35 ଆମ୍ଭେ ସଦାପ୍ରଭୁ ଏହା କହିଲୁ, ଆମ୍ଭ ବିପରୀତରେ ଏକମେଳି ହୋଇଅଛି, ଏହି ଯେଉଁ ଦୁଷ୍ଟ ମଣ୍ତଳୀ, ତାହା ପ୍ରତି ଆମ୍ଭେ ତାହା ନିଶ୍ଚୟ କରିବା, ଏହି ପ୍ରାନ୍ତରରେ ସେମାନେ ନଷ୍ଟ ହେବେ ଓ ଏହି ସ୍ଥାନରେ ସେମାନେ ମରିବେ। Gade chapit laଓଡିଆ ବାଇବେଲ35 ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଆମ୍ଭ ବିରୁଦ୍ଧରେ ଯେଉଁ ଦୁଷ୍ଟ ମଣ୍ଡଳୀ ଏକତ୍ରିତ ହୋଇଅଛି, ତାହା ପ୍ରତି ଆମ୍ଭେ ତାହା ନିଶ୍ଚୟ କରିବା, ପୁଣି, ସେମାନେ ଏହି ପ୍ରାନ୍ତରରେ ନଷ୍ଟ ହେବେ ଓ ଏହି ସ୍ଥାନରେ ସେମାନେ ମରିବେ।” Gade chapit laପବିତ୍ର ବାଇବଲ35 “ମୁଁ ସଦାପ୍ରଭୁ ଅନନ୍ତର ଏହା କହିଲି, ମୋ’ ବିଷୟରେ ଯେଉଁ ଦୁଷ୍ଟ ମଣ୍ତଳୀ ଏକତ୍ରିତ ହୋଇଅଛନ୍ତି, ତାହା ପ୍ରତି ମୁଁ ନିଶ୍ଚୟ ପ୍ରତିଫଳ କରିବି। ସେମାନେ ଏଠାରେ ନଷ୍ଟ ହେବେ ଓ ଏହି ସ୍ଥାନରେ ସେମାନେ ମରିବେ।” Gade chapit la |
ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ।