Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 14:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ମାତ୍ର ଯେଉଁ ମନୁଷ୍ୟମାନେ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଜୀବିତ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ମାତ୍ର ଯେଉଁ ମନୁଷ୍ୟମାନେ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଜୀବିତ ରହିଲେ।

Gade chapit la Kopi

ଓଡିଆ ବାଇବେଲ

38 ମାତ୍ର ଯେଉଁ ମନୁଷ୍ୟମାନେ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଜୀବିତ ରହିଲେ।

Gade chapit la Kopi

ପବିତ୍ର ବାଇବଲ

38 ମାତ୍ର ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ୍ ଜୀବିତ ରହିଲେ।

Gade chapit la Kopi




ଗଣନା ପୁସ୍ତକ 14:38
5 Referans Kwoze  

କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, “ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ବ୍ୟତୀତ ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ।”


ଯିହୁଦା ବଂଶ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ;


ଦେଶର ଅଖ୍ୟାତିକାରୀ ସେହି ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମହାମାରୀ ଦ୍ୱାରା ମଲେ।


ଆଉ ମୋଶା ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ; ତହିଁରେ ଲୋକମାନେ ଅତିଶୟ ବିଳାପ କଲେ।


Swiv nou:

Piblisite


Piblisite