Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ଇସ୍ରାଏଲ-ସନ୍ତାନଗଣକୁ କୁହ,

Gade chapit la Kopi

ଓଡିଆ ବାଇବେଲ

17 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲ ସନ୍ତାନଗଣଙ୍କୁ କୁହ,

Gade chapit la Kopi

ପବିତ୍ର ବାଇବଲ

17 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi




ଗଣନା ପୁସ୍ତକ 15:17
4 Referans Kwoze  

ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ଆଦେଶ ହେବ।”


ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇ ଯାଉଅଛୁ, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏରୂପ କରିବ,


ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ।


ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର।


Swiv nou:

Piblisite


Piblisite