Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ଆପଣାମାନଙ୍କ ସେହି ନିବାସ ଦେଶରେ ଯେତେବେଳେ ପ୍ରବେଶ କରିବ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ଆପଣା-ମାନଙ୍କ ସେହି ନିବାସ ଦେଶରେ ଯେତେବେଳେ ପ୍ରବେଶ କରିବ,

Gade chapit la Kopi

ଓଡିଆ ବାଇବେଲ

2 “ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ଆପଣାମାନଙ୍କ ସେହି ନିବାସ ଦେଶରେ ଯେତେବେଳେ ପ୍ରବେଶ କରିବ,

Gade chapit la Kopi

ପବିତ୍ର ବାଇବଲ

2 “ଇସ୍ରାଏଲର ଲୋକମାନଙ୍କୁ କୁହ। ତୁମ୍ଭେ ଯେତେବେଳେ ପ୍ରବେଶ କରିବ ମୁଁ ସେହି ଦେଶ ଦେଉଛି ତୁମ୍ଭେ କେବେ ପ୍ରବେଶ କରିବ।

Gade chapit la Kopi




ଗଣନା ପୁସ୍ତକ 15:2
8 Referans Kwoze  

“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ସେହି ଦେଶରେ ପ୍ରବେଶ କରି ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ତୁମ୍ଭମାନଙ୍କର ପ୍ରଥମ କଟା ଶସ୍ୟର ଏକ ବିଡ଼ା ଯାଜକ ନିକଟକୁ ଆଣିବ।


ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇ ଯାଉଅଛୁ, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏରୂପ କରିବ,


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ ଭୋଗ କରିବ।


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ବିଶ୍ରାମ ଓ ଅଧିକାର ଦେବେ, ତହିଁରେ ତୁମ୍ଭେମାନେ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହଁ।


ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାର ନିମନ୍ତେ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭମାନଙ୍କର ଏହି ପୃଥିବୀରେ ଜୀବିତ ଥିବା ସମସ୍ତ ଦିନ ଯେଉଁ ସକଳ ବିଧି ଓ ଶାସନ ମାନ୍ୟ କରି ପାଳନ କରିବାକୁ ହେବ, ତାହା ଏହି।


“ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ ତୁମ୍ଭେମାନେ ପ୍ରବେଶ କଲେ, ଯେବେ ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶର କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ;


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


Swiv nou:

Piblisite


Piblisite