Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଅର୍ଥାତ୍‍, ସଦାପ୍ରଭୁ ଆଜ୍ଞା ଦେବା ଦିନାବଧି ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁସବୁ ଆଜ୍ଞା ଦେଇଅଛନ୍ତି, ତାହାସବୁ ଯଦି ପାଳନ ନ କର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଅର୍ଥାତ୍, ସଦାପ୍ରଭୁ ଆଜ୍ଞା ଦେବା ଦିନାବଧି ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଯେସବୁ ଆଜ୍ଞା ଦେଇଅଛନ୍ତି, ତାହା ସବୁ ଯେବେ ପାଳନ ନ କର;

Gade chapit la Kopi

ଓଡିଆ ବାଇବେଲ

23 ଅର୍ଥାତ୍‍, ସଦାପ୍ରଭୁ ଆଜ୍ଞା ଦେବା ଦିନାବଧି ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁ ସବୁ ଆଜ୍ଞା ଦେଇଅଛନ୍ତି, ତାହା ସବୁ ଯଦି ପାଳନ ନ କର;

Gade chapit la Kopi

ପବିତ୍ର ବାଇବଲ

23 ସଦାପ୍ରଭୁ ମୋଶାଙ୍କ ଦ୍ୱାରା ସେ ସମସ୍ତ ଆଜ୍ଞା ଦେଇଛନ୍ତି। ସେହିସବୁ ଆଜ୍ଞା ସଦାପ୍ରଭୁ ଦେବା ଦିନଠାରୁ ପୁରୁଷାନୁକ୍ରମେ ଚିରକାଳ ପାଳନ କରିବା ଉଚିତ୍।

Gade chapit la Kopi




ଗଣନା ପୁସ୍ତକ 15:23
2 Referans Kwoze  

ଆଉ ଯଦି ତୁମ୍ଭେମାନେ ଭ୍ରାନ୍ତିରେ ତ୍ରୁଟି କର ଓ ସଦାପ୍ରଭୁ ମୋଶାଙ୍କୁ ଯାହା କହିଅଛନ୍ତି, ସେହି ସବୁ ଆଜ୍ଞା,


ଯଦି ତାହା ମଣ୍ଡଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ, ତେବେ ସମସ୍ତ ମଣ୍ଡଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଓ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଉତ୍ସର୍ଗ କରିବେ।


Swiv nou:

Piblisite


Piblisite