Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆଉ ଯଦି ଏକ ପ୍ରାଣୀ ଭ୍ରାନ୍ତିରେ ପାପ କରେ, ତେବେ ସେ ପାପାର୍ଥକ ବଳି ରୂପେ ଏକ ବର୍ଷୀୟ ଏକ ଛାଗବତ୍ସା ଆଣିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଆଉ ଯେବେ ଏକ ପ୍ରାଣୀ ଭ୍ରାନ୍ତିରେ ପାପ କରେ, ତେବେ ସେ ପାପାର୍ଥକ ବଳି ରୂପେ ଏକବର୍ଷୀୟ ଏକ ଛାଗବତ୍ସା ଆଣିବ।

Gade chapit la Kopi

ଓଡିଆ ବାଇବେଲ

27 ଆଉ ଯଦି ଏକ ପ୍ରାଣୀ ଭ୍ରାନ୍ତିରେ ପାପ କରେ, ତେବେ ସେ ପାପାର୍ଥକ ବଳି ରୂପେ ଏକବର୍ଷୀୟ ଏକ ଛାଗବତ୍ସା ଆଣିବ।

Gade chapit la Kopi

ପବିତ୍ର ବାଇବଲ

27 “ଆଉ ଯଦି ଜଣେ ବ୍ୟକ୍ତି ଅନିଛାରେ ପାପ କରେ, ତେବେ ସେ ପାପାର୍ଥକ ବଳିରୂପେ ଏକ ବର୍ଷୀୟ ଏକ ଛାଗବତ୍ସ ଆଣିବା ଉଚିତ୍।

Gade chapit la Kopi




ଗଣନା ପୁସ୍ତକ 15:27
7 Referans Kwoze  

ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;


ଈଶ୍ବର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ-ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;


ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ।


ସେ ବହୁତ ପ୍ରହାରରେ ପ୍ରହାରିତ ହେବ; କିନ୍ତୁ ଯେ ନ ଜାଣି ପ୍ରହାରଯୋଗ୍ୟ କର୍ମ କରିଥାଏ, ସେ ଅଳ୍ପ ପ୍ରହାରରେ ପ୍ରହାରିତ ହେବ। ଯାହାକୁ ବହୁତ ଦିଆଯାଇଅଛି, ତାହାଠାରୁ ବହୁତ ଦାବି କରାଯିବ; ପୁଣି, ଲୋକେ ଯାହା ନିକଟରେ ବହୁତ ସମର୍ପଣ କରିଅଛନ୍ତି, ତାହା ନିକଟରୁ ବହୁତ ଦାବି କରିବେ।”


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ଭୁଲବଶତଃ ପାପ କରେ;


ପୁଣି, ସେ ହୋମାର୍ଥେ ଏକ ବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଓ ପାପାର୍ଥେ ଏକ ବର୍ଷୀୟ ନିଖୁନ୍ତ ଏକ ମେଷବତ୍ସା ଓ ମଙ୍ଗଳାର୍ଥେ ନିଖୁନ୍ତ ଏକ ମେଷ


Swiv nou:

Piblisite


Piblisite