Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପ୍ରାନ୍ତରରେ ଥିବା ସମୟରେ ଏକ ମନୁଷ୍ୟକୁ ବିଶ୍ରାମବାରରେ କାଠ ସାଉଣ୍ଟିବାର ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଏଥିଉତ୍ତାରୁ ଇସ୍ରାଏଲ-ସନ୍ତାନଗଣ ପ୍ରାନ୍ତରରେ ଥିବା ସମୟରେ ଏକ ମନୁଷ୍ୟକୁ ବିଶ୍ରାମବାରରେ କାଠ ସାଉଣ୍ଟିବାର ଦେଖିଲେ।

Gade chapit la Kopi

ଓଡିଆ ବାଇବେଲ

32 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ପ୍ରାନ୍ତରରେ ଥିବା ସମୟରେ ଏକ ମନୁଷ୍ୟକୁ ବିଶ୍ରାମବାରରେ କାଠ ସାଉଣ୍ଟିବାର ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ

32 ସେତେବେଳେ ଇସ୍ରାଏଲ ଥିବା ସମୟରେ ଗୋଟିଏ ବ୍ୟକ୍ତିକୁ ବିଶ୍ରାମ ବାରରେ କାଠ ସଂଗ୍ରହ କରୁଥିବାର ଦେଖିଲେ।

Gade chapit la Kopi




ଗଣନା ପୁସ୍ତକ 15:32
7 Referans Kwoze  

ସେତେବେଳେ ମୋଶା ସେମାନଙ୍କୁ କହିଲେ, “ସଦାପ୍ରଭୁ ତାହା କହିଅଛନ୍ତି, ଯଥା, ‘କାଲି ମହା ବିଶ୍ରାମ ଦିନ, ଅର୍ଥାତ୍‍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ; ଏହେତୁ ତୁମ୍ଭମାନଙ୍କର ଯାହା ଭାଜିବାର, ତାହା ଭାଜ; ଯାହା ପାକ କରିବାର, ତାହା ପାକ କର; ପୁଣି, ଯାହା କିଛି ଅବଶିଷ୍ଟ ରହେ, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କରି ରଖ।’”


ପୁଣି, ଯେଉଁମାନେ ତାକୁ କାଠ ସାଉଣ୍ଟିବାର ଦେଖିଲେ, ସେମାନେ ମୋଶା, ହାରୋଣ ଓ ସମସ୍ତ ମଣ୍ଡଳୀ ସାକ୍ଷାତକୁ ତାହାକୁ ଆଣିଲେ।


ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୁଅ ଓ ବିଶ୍ରାମ ଦିନରେ କୌଣସି ଭାର ବହ ନାହିଁ, କିଅବା ଯିରୂଶାଲମର ଦ୍ୱାର ଦେଇ ତାହା ଭିତରକୁ ଆଣ ନାହିଁ;


Swiv nou:

Piblisite


Piblisite