Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

37 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ

37 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi




ଗଣନା ପୁସ୍ତକ 15:37
4 Referans Kwoze  

ପୁଣି, ସେ ଯେଉଁ ଯେଉଁ ଗ୍ରାମ, ନଗର ବା ପଲ୍ଲୀରେ ପ୍ରବେଶ କଲେ, ଲୋକେ ସେହିସବୁ ସ୍ଥାନର ହାଟବଜାର-ମାନଙ୍କରେ ରୋଗୀମାନଙ୍କୁ ଥୋଇଦେଇ, ସେମାନେ ଯେପରି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ; ଆଉ ଯେତେ ଲୋକ ତାହାଙ୍କୁ ଛୁଇଁଲେ, ସମସ୍ତେ ସୁସ୍ଥ ହେଲେ।


ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମଗ୍ର ମଣ୍ଡଳୀ ତାହାକୁ ଛାଉଣି ବାହାରକୁ ଆଣି ପଥର ପକାଇଲେ, ତହୁଁ ସେ ମଲା।


“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ;


ତୁମ୍ଭେ ଆପଣା ଶରୀରର ଉତ୍ତରୀୟ ବସ୍ତ୍ରର ଚାରି ଅଞ୍ଚଳରେ ଝୁମ୍ପା ବନାଇବ।


Swiv nou:

Piblisite


Piblisite