Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ଇସ୍ରାଏଲ-ସନ୍ତାନଗଣକୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ;

Gade chapit la Kopi

ଓଡିଆ ବାଇବେଲ

38 “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ;

Gade chapit la Kopi

ପବିତ୍ର ବାଇବଲ

38 “ଇସ୍ରାଏଲ ଲୋକମାନଙ୍କୁ କୁହ, ଏହି ଆଜ୍ଞା ଜଣାଇ ଦିଅ, ସେମାନେ ନିଜ ନିଜ ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ। ପୁରୁଷାନୁକ୍ରମେ ତାକୁ ଚିରକାଳ ପରିଧାନ କରିବା ଉଚିତ୍।

Gade chapit la Kopi




ଗଣନା ପୁସ୍ତକ 15:38
5 Referans Kwoze  

ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି,


ତୁମ୍ଭେ ଆପଣା ଶରୀରର ଉତ୍ତରୀୟ ବସ୍ତ୍ରର ଚାରି ଅଞ୍ଚଳରେ ଝୁମ୍ପା ବନାଇବ।


ସେ ପଛଆଡ଼ୁ ଆସି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଇଁଲା, ଆଉ, ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା।


ଆଉ ଦେଖ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛଆଡ଼ୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା,


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


Swiv nou:

Piblisite


Piblisite