ଗଣନା ପୁସ୍ତକ 16:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ?” Gade chapit laପବିତ୍ର ବାଇବଲ (Re-edited) - (BSI)11 ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ? Gade chapit laଓଡିଆ ବାଇବେଲ11 ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ ? Gade chapit laପବିତ୍ର ବାଇବଲ11 ତୁମ୍ଭେ ଓ ତୁମ୍ଭର ଅନୁଗାମୀଗଣ ଦଳ ବାନ୍ଧି ସଦାପ୍ରଭୁଙ୍କ ବିରୁଦ୍ଧରେ ଯାଇଅଛ। ହାରୋଣ କିଛି ଅବିଧି କରି ନାହାନ୍ତି। ମାତ୍ର ତୁମ୍ଭେମାନେ ତାଙ୍କର ବିପକ୍ଷରେ ଅଭିଯୋଗ କରିଅଛ।” Gade chapit la |