Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 16:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତେବେ ମୋଶା କୋରହକୁ କହିଲେ, “କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ମଣ୍ଡଳୀ, ତୁମ୍ଭେ ଓ ସେମାନେ, ପୁଣି, ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତେବେ ମୋଶା କୋରହକୁ କହିଲେ, କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ମଣ୍ତଳୀ, ତୁମ୍ଭେ ଓ ସେମାନେ, ପୁଣି ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ;

Gade chapit la Kopi

ଓଡିଆ ବାଇବେଲ

16 ତେବେ ମୋଶା କୋରହକୁ କହିଲେ, “କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ମଣ୍ଡଳୀ, ତୁମ୍ଭେ ଓ ସେମାନେ, ପୁଣି, ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ;

Gade chapit la Kopi

ପବିତ୍ର ବାଇବଲ

16 ତା'ପରେ ମୋଶା କୋରହକୁ କହିଲେ, “କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ଅନୁଗାମୀ ସଦାପ୍ରଭୁଙ୍କ ସମ୍ମୁଖରେ ଛିଡ଼ା ହୁଅ। ତୁମ୍ଭେ ଓ ତୁମ୍ଭର ସମସ୍ତ ଅନୁଗାମୀ ସେଠାରେ କାଲି ରହିବା ଉଚିତ୍।

Gade chapit la Kopi




ଗଣନା ପୁସ୍ତକ 16:16
8 Referans Kwoze  

ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।


ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”


ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଦାନୁବାଦ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ରୂପେ ଆଦେଶ ଦିଅ।


ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।’”


ତହିଁରେ ମୋଶା ଅତିଶୟ କ୍ରୋଧାନ୍ୱିତ ହୋଇ ଉଠିଲେ, ପୁଣି, ସେ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ।”


ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଥୁଅ, ପୁଣି, ତୁମ୍ଭେମାନେ ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ସମ୍ମୁଖକୁ ଆପଣା ଆପଣା ଅଙ୍ଗାରଧାନୀ, ଦୁଇ ଶହ ପଚାଶ ଅଙ୍ଗାରଧାନୀ ଆଣ; ମଧ୍ୟ ତୁମ୍ଭେ ଓ ହାରୋଣ, ଦୁହେଁ ଆପଣା ଆପଣା ଅଙ୍ଗାରଧାନୀ ଆଣ।”


ଏଥିଉତ୍ତାରେ ସଦାପ୍ରଭୁ ଅକସ୍ମାତ୍‍ ମୋଶାଙ୍କୁ ଓ ହାରୋଣଙ୍କୁ ଓ ମରୀୟମକୁ କହିଲେ, “ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ବୁ ନିକଟକୁ ଆସ” ତହିଁରେ ସେ ତିନି ଜଣ ବାହାର ହୋଇ ଆସିଲେ;


Swiv nou:

Piblisite


Piblisite