Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 16:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ, ପୁଣି, ତହିଁ ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ବୁ ଦ୍ୱାର ନିକଟରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏଥିରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ, ପୁଣି ତହିଁ ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ଵୁ ଦ୍ଵାର ନିକଟରେ ଠିଆ ହେଲେ।

Gade chapit la Kopi

ଓଡିଆ ବାଇବେଲ

18 ଏଥିରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ, ପୁଣି, ତହିଁ ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ବୁ ଦ୍ୱାର ନିକଟରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ

18 ତେଣୁ ସେମାନେ ପ୍ରତ୍ୟେକ ନିଜ ନିଜ ବିଶେଷ ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ। ପୁଣି ତାହା ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ବୁ ନିକଟରେ ଠିଆ ହେଲେ।

Gade chapit la Kopi




ଗଣନା ପୁସ୍ତକ 16:18
7 Referans Kwoze  

ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ।


ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଥୁଅ, ପୁଣି, ତୁମ୍ଭେମାନେ ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ସମ୍ମୁଖକୁ ଆପଣା ଆପଣା ଅଙ୍ଗାରଧାନୀ, ଦୁଇ ଶହ ପଚାଶ ଅଙ୍ଗାରଧାନୀ ଆଣ; ମଧ୍ୟ ତୁମ୍ଭେ ଓ ହାରୋଣ, ଦୁହେଁ ଆପଣା ଆପଣା ଅଙ୍ଗାରଧାନୀ ଆଣ।”


ପୁଣି, କୋରହ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ଡଳୀକୁ ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା।


ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେହି ସୁଗନ୍ଧି ଧୂପ ଦେବ, ତହିଁରେ ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂପର ଧୂମ ମେଘରେ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ।


“ତୁମ୍ଭେ ହାରୋଣ ଯାଜକର ପୁତ୍ର ଇଲୀୟାସରକୁ କୁହ, ସେ ଦାହ ମଧ୍ୟରୁ ସେହି ସବୁ ଅଙ୍ଗାରଧାନୀ ବାହାର କରିନେଉ, ପୁଣି, ତୁମ୍ଭେ ସେହି ଅଗ୍ନି ସେଠାରେ ବିଞ୍ଚି ଦିଅ; କାରଣ ସେହି ସବୁ ପବିତ୍ର;


ପୁଣି, ସେ ମୃତ ଓ ଜୀବିତ ଲୋକମାନଙ୍କ ମଧ୍ୟରେ ଠିଆ ହେଲେ ତହିଁରେ ମହାମାରୀ ନିବୃତ୍ତ ହେଲା।


ମାତ୍ର ସେ ବଳବାନ ହୁଅନ୍ତେ, ତାଙ୍କର ଅନ୍ତଃକରଣ ଉଦ୍ଧତ ହେଲା, ତହୁଁ ସେ ଦୁରାଚରଣ କରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ; କାରଣ ସେ ଧୂପବେଦିରେ ଧୂପ ଜ୍ୱଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।


Swiv nou:

Piblisite


Piblisite