ଗଣନା ପୁସ୍ତକ 16:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)20 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ, Gade chapit laଓଡିଆ ବାଇବେଲ20 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ, Gade chapit laପବିତ୍ର ବାଇବଲ20 ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, Gade chapit la |
ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।