Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 16:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ମାତ୍ର ସଦାପ୍ରଭୁ ଯଦି କୌଣସି ନୂତନ କର୍ମ କରନ୍ତି ଓ ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ସର୍ବସ୍ୱ ଗ୍ରାସ କରେ ଓ ସେମାନେ ଜୀଅନ୍ତା ହୋଇ ପାତାଳକୁ ଧସି ଯାଆନ୍ତି; ତେବେ ସେମାନେ ଯେ ସଦାପ୍ରଭୁଙ୍କୁ ଅବଜ୍ଞା କରିଅଛନ୍ତି, ତାହା ତୁମ୍ଭେମାନେ ବୁଝିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ମାତ୍ର ସଦାପ୍ରଭୁ ଯେବେ କୌଣସି ନୂତନ କର୍ମ କରନ୍ତି ଓ ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ସର୍ବସ୍ଵ ଗ୍ରାସ କରେ ଓ ସେମାନେ ଜୀଅନ୍ତା ହୋଇ ପାତାଳକୁ ଧସି ଯାଆନ୍ତି; ତେବେ ସେମାନେ ଯେ ସଦାପ୍ରଭୁଙ୍କୁ ଅବଜ୍ଞା କରିଅଛନ୍ତି, ତାହା ତୁମ୍ଭେମାନେ ବୁଝିବ।

Gade chapit la Kopi

ଓଡିଆ ବାଇବେଲ

30 ମାତ୍ର ସଦାପ୍ରଭୁ ଯଦି କୌଣସି ନୂତନ କର୍ମ କରନ୍ତି ଓ ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ସର୍ବସ୍ୱ ଗ୍ରାସ କରେ ଓ ସେମାନେ ଜୀଅନ୍ତା ହୋଇ ପାତାଳକୁ ଧସି ଯାଆନ୍ତି; ତେବେ ସେମାନେ ଯେ ସଦାପ୍ରଭୁଙ୍କୁ ଅବଜ୍ଞା କରିଅଛନ୍ତି, ତାହା ତୁମ୍ଭେମାନେ ବୁଝିବ।

Gade chapit la Kopi

ପବିତ୍ର ବାଇବଲ

30 ମାତ୍ର ସଦାପ୍ରଭୁ ଯେବେ କୌଣସି ନୂତନ କର୍ମ କରନ୍ତି, ଆଉ ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ସର୍ବଶ୍ୱ ଗ୍ରାସ କରେ, ସେମାନଙ୍କୁ ଜିଅନ୍ତା କବର ଦିଅ, ତେବେ ତୁମ୍ଭେମାନେ ହୃ‌ଦ୍‌ବୋଧ କରିବ ଯେ, ସେମାନେ ସଦାପ୍ରଭୁଙ୍କୁ କଳୁଷିତ କରିଅଛନ୍ତି।”

Gade chapit la Kopi




ଗଣନା ପୁସ୍ତକ 16:30
12 Referans Kwoze  

ମୃତ୍ୟୁୁ ସେମାନଙ୍କୁ ହଠାତ୍‍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସ ସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।


ଏହିରୂପେ ସେମାନେ ଓ ସେମାନଙ୍କର ସମସ୍ତ ପରିଜନ ଜୀଅନ୍ତା ଥାଉ ଥାଉ ପାତାଳକୁ ଧସି ଗଲେ ଓ ପୃଥିବୀ ସେମାନଙ୍କ ଉପରେ ଆଚ୍ଛାଦନ କଲା, ତହିଁରେ ସେମାନେ ସମାଜ ମଧ୍ୟରୁ ଲୁପ୍ତ ହେଲେ।


ତାହା କି ଅଧାର୍ମିକମାନଙ୍କ ପ୍ରତି ବିପଦ ଓ ଅଧର୍ମାଚାରୀମାନଙ୍କ ପ୍ରତି ଦୁର୍ଗତି ନୁହେଁ?


ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।”


ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ଡଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ।


ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ।


ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦ-ନଦୀ କରିବା।


ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେହିପରି ଉଠିବେ, ଯେପରି ଗିବୀୟୋନ୍‍ର ତଳଭୂମିରେ, ସେହିପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ।


ଏଥିଉତ୍ତାରେ ଏପରି ହେଲା ଯେ, ସେ ଏହି କଥା କହିବାର ସମାପ୍ତ କରନ୍ତେ, ସେମାନଙ୍କ ଅଧଃସ୍ଥ ଭୂମି ଫାଟିଗଲା;


କାରଣ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଅଂଶ କଅଣ ଓ ଉପରିସ୍ଥ ସର୍ବଶକ୍ତିମାନଙ୍କଠାରୁ ପ୍ରାପ୍ତ ଅଧିକାର କଅଣ?


ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥାʼନ୍ତେ;


ଏହି ଅଭିପ୍ରାୟରେ ତାହାର ଭଗ୍ନାବଶିଷ୍ଟାଂଶ ଉପରେ ଆକାଶର ପକ୍ଷସକଳ ବାସ କରିବେ ଓ କ୍ଷେତ୍ରସ୍ଥ ପଶୁସକଳ ତାହାର ଶାଖାମାନଙ୍କ ଉପରେ ରହିବେ; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଗର୍ତ୍ତଗାମୀମାନଙ୍କ ସହିତ ସେମାନେ ସମସ୍ତେ ମୃତ୍ୟୁୁରେ ଅଧୋଭୁବନରେ ସମର୍ପିତ ହୋଇଅଛନ୍ତି।


Swiv nou:

Piblisite


Piblisite