ଗଣନା ପୁସ୍ତକ 16:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଏହିରୂପେ ସେମାନେ ଓ ସେମାନଙ୍କର ସମସ୍ତ ପରିଜନ ଜୀଅନ୍ତା ଥାଉ ଥାଉ ପାତାଳକୁ ଧସି ଗଲେ ଓ ପୃଥିବୀ ସେମାନଙ୍କ ଉପରେ ଆଚ୍ଛାଦନ କଲା, ତହିଁରେ ସେମାନେ ସମାଜ ମଧ୍ୟରୁ ଲୁପ୍ତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)33 ଏହିରୂପେ ସେମାନେ ଓ ସେମାନଙ୍କର ସମସ୍ତ ପରିଜନ ଜୀଅନ୍ତା ଥାଉ ଥାଉ ପାତାଳକୁ ଧସି ଗଲେ ଓ ପୃଥିବୀ ସେମାନଙ୍କ ଉପରେ ଆଚ୍ଛାଦନ କଲା, ତହିଁରେ ସେମାନେ ସମାଜ ମଧ୍ୟରୁ ଲୁପ୍ତ ହେଲେ। Gade chapit laଓଡିଆ ବାଇବେଲ33 ଏହିରୂପେ ସେମାନେ ଓ ସେମାନଙ୍କର ସମସ୍ତ ପରିଜନ ଜୀଅନ୍ତା ଥାଉ ଥାଉ ପାତାଳକୁ ଧସି ଗଲେ ଓ ପୃଥିବୀ ସେମାନଙ୍କ ଉପରେ ଆଚ୍ଛାଦନ କଲା, ତହିଁରେ ସେମାନେ ସମାଜ ମଧ୍ୟରୁ ଲୁପ୍ତ ହେଲେ। Gade chapit laପବିତ୍ର ବାଇବଲ33 ଏହିରୂପେ ସେମାନେ ଜିଅନ୍ତା କବର ନେଲେ ଓ ପୃଥିବୀ ସେମାନଙ୍କୁ ଗ୍ଭପି ଦେଲା। ଏଥିରେ ସେମାନେ ମଣ୍ତଳୀରୁ ପୋଛି ହୋଇଗଲେ। Gade chapit la |
ସେହି ସ୍ଥାନରେ ଉତ୍ତର ଦେଶୀୟ ଅଧିପତିମାନେ, ସେମାନଙ୍କର ସମସ୍ତେ ଓ ଯାବତୀୟ ସୀଦୋନୀୟ ଲୋକ ଅଛନ୍ତି, ସେମାନେ ହତ ଲୋକମାନଙ୍କ ସହିତ ଓହ୍ଲାଇ ଯାଇଅଛନ୍ତି; ସେମାନେ ଆପଣାମାନଙ୍କର ପରାକ୍ରମ ଦ୍ୱାରା ଯେଉଁ ଭୟ ଜନ୍ମାଇଲେ, ତହିଁ ବିଷୟରେ ଲଜ୍ଜିତ ହୋଇଅଛନ୍ତି; ଆଉ, ଅସୁନ୍ନତ ଅବସ୍ଥାରେ ସେମାନେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ଶୟନ କରନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରନ୍ତି।