ଗଣନା ପୁସ୍ତକ 16:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପକର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହାସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଚିହ୍ନସ୍ୱରୂପ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)38 ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପକର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହାସବୁ ଯଜ୍ଞବେଦିର ମଣ୍ତଣି ନିମନ୍ତେ ପିଟାପତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି ତାହାସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଚିହ୍ନ ସ୍ଵରୂପ ହେବ। Gade chapit laଓଡିଆ ବାଇବେଲ38 ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପ- କର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହା ସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ ସନ୍ତାନଗଣ ପ୍ରତି ଚିହ୍ନ ସ୍ୱରୂପ ହେବ।” Gade chapit la |
ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;