Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 16:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

44 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ

44 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi




ଗଣନା ପୁସ୍ତକ 16:44
4 Referans Kwoze  

ସେତେବେଳେ ମୋଶା ଓ ହାରୋଣ ସମାଗମ-ତମ୍ବୁ ସମ୍ମୁଖକୁ ଆସିଲେ।


“ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁ ମାଡ଼ି ପଡ଼ିଲେ।”


ପୁଣି ଅରୌଣା ପଚାରିଲା, “ମୋʼ ପ୍ରଭୁ ମହାରାଜ ଆପଣା ଦାସ ନିକଟକୁ କି ନିମନ୍ତେ ଆସିଲେ?” ତହିଁରେ ଦାଉଦ କହିଲେ, “ଲୋକମାନଙ୍କ ମଧ୍ୟରୁ ଯେପରି ମହାମାରୀ ନିବୃତ୍ତ ହେବ, ଏଥିପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବା, ତେଣୁ ତୁମ୍ଭଠାରୁ ଶସ୍ୟମର୍ଦ୍ଦନ ସ୍ଥାନ କିଣିବାକୁ ଆସିଲି।”


ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ।


Swiv nou:

Piblisite


Piblisite