ଗଣନା ପୁସ୍ତକ 16:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।” Gade chapit laପବିତ୍ର ବାଇବଲ (Re-edited) - (BSI)46 ତହୁଁ ମୋଶା ହାରୋଣଙ୍କୁ କହିଲେ, ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ତଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି। Gade chapit laଓଡିଆ ବାଇବେଲ46 ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।” Gade chapit laପବିତ୍ର ବାଇବଲ46 ତା'ପରେ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ପିତ୍ତଳର ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ। ଏଥିରେ ଧୂପ ଦେଇ ଶୀଘ୍ର ମଣ୍ତଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ କର। କାରଣ ସଦାପ୍ରଭୁ ଅତି କ୍ରୋଧିତ ହୋଇଛନ୍ତି, ମହାମାରୀ ବ୍ୟାପି ଗଲାଣି।” Gade chapit la |
ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।