Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 17:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯେକେହି ନିକଟକୁ ଆସୁଅଛି, ଅର୍ଥାତ୍‍, ସଦାପ୍ରଭୁଙ୍କ ଆବାସ ନିକଟକୁ ଆସୁଅଛି, ସେ ମରୁଅଛି; ଆମ୍ଭେ ସମସ୍ତେ କି ପ୍ରାଣ ଛାଡ଼ି ଉଚ୍ଛିନ୍ନ ହେବା?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯେକେହି ନିକଟକୁ ଆସୁଅଛି, ଅର୍ଥାତ୍, ସଦାପ୍ରଭୁଙ୍କ ଆବାସ ନିକଟକୁ ଆସୁଅଛି, ସେ ମରୁଅଛି; ଆମ୍ଭେ ସମସ୍ତେ କି ପ୍ରାଣ ଛାଡ଼ି ଉଚ୍ଛିନ୍ନ ହେବାଣ?

Gade chapit la Kopi

ଓଡିଆ ବାଇବେଲ

13 ଯେକେହି ନିକଟକୁ ଆସୁଅଛି, ଅର୍ଥାତ୍‍, ସଦାପ୍ରଭୁଙ୍କ ଆବାସ ନିକଟକୁ ଆସୁଅଛି, ସେ ମରୁଅଛି; ଆମ୍ଭେ ସମସ୍ତେ କି ପ୍ରାଣ ଛାଡ଼ି ଉଚ୍ଛିନ୍ନ ହେବା ?”

Gade chapit la Kopi

ପବିତ୍ର ବାଇବଲ

13 ଯେକେହି ସଦାପ୍ରଭୁଙ୍କ ପବିତ୍ର ତମ୍ବୁ ନିକଟକୁ ଆସୁଛି, ସେ ମରୁଅଛି, ଏହା କ’ଣ ସତ୍ୟ ଆମ୍ଭେ ସମସ୍ତେ ପ୍ରାଣ ଛାଡ଼ି ବିନଷ୍ଟ ହେବା?”

Gade chapit la Kopi




ଗଣନା ପୁସ୍ତକ 17:13
21 Referans Kwoze  

କିନ୍ତୁ ପୂର୍ବେ ତୁମ୍ଭେମାନେ ଦୂରରେ ଥିଲ ଯେ, ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ରକ୍ତ ଦ୍ୱାରା ନିକଟସ୍ଥ ହୋଇଅଛ।


ଏହିସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା। ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ କଲେ।


ଏହେତୁ ଏବେ ତୁମ୍ଭେମାନେ ନିନ୍ଦକ ହୁଅ ନାହିଁ, ପଛେ ଅବା ତୁମ୍ଭମାନଙ୍କର ବନ୍ଧନ ଦୃଢ଼ ହୁଏ; କାରଣ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଆମ୍ଭେ ସମୁଦାୟ ପୃଥିବୀ ଉପରେ ଉଚ୍ଛିନ୍ନତାର, ନିରୂପିତ ଉଚ୍ଛିନ୍ନତାର କଥା ଶୁଣିଅଛୁ।


କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, ପୁଣି, ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ।


କାରଣ ପ୍ରଥମ ଥର ତୁମ୍ଭେମାନେ ତାହା ନ ବୋହିବାରୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଆକ୍ରମଣ କଲେ, ଯେଣୁ ଆମ୍ଭେମାନେ ବିଧିମତେ ତାହାଙ୍କର ଅନ୍ୱେଷଣ ନ କଲୁ।


ଏହିରୂପେ ସେହି ସମସ୍ତ ଯୋଦ୍ଧା ମରି ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେଲା ଉତ୍ତାରେ


ଏହିରୂପେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମକାରୀ ସମସ୍ତ ବଂଶର ନିଃଶେଷ ନ ହେବା ପର୍ଯ୍ୟନ୍ତ ସେ ସେମାନଙ୍କୁ ଚାଳିଶ ବର୍ଷ ପର୍ଯ୍ୟନ୍ତ ଏ ପ୍ରାନ୍ତରରେ ଭ୍ରମଣ କରାଇଲେ।


ତହୁଁ ସେ ମଣ୍ଡଳୀକୁ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ବୁରୁ ଉଠିଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ।”


କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ‘ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।’”


ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବୋହିବ।


ପୁଣି, ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ବୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍‍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା। ତହିଁରେ ଇସ୍ରାଏଲ-ସନ୍ତାନଗଣଠାରୁ ମାରୀ ନିବୃତ୍ତ ହେଲା।


ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ତହିଁରେ ସଦାପ୍ରଭୁ ବିନତି ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ, ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା।


Swiv nou:

Piblisite


Piblisite