ଗଣନା ପୁସ୍ତକ 18:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେ ତାହା ମହାପବିତ୍ର ଦ୍ରବ୍ୟ ଭାବି ତହିଁରୁ ଭୋଜନ କରିବ; ପ୍ରତ୍ୟେକ ପୁରୁଷ ତହିଁରୁ ଭୋଜନ କରିବ; ତାହା ତୁମ୍ଭ ପ୍ରତି ପବିତ୍ର ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେ ତାହା ମହାପବିତ୍ର ଦ୍ରବ୍ୟ ମଣି ତହିଁରୁ ଭୋଜନ କରିବ; ପ୍ରତ୍ୟେକ ପୁରୁଷ ତହିଁରୁ ଭୋଜନ କରିବ; ତାହା ତୁମ୍ଭ ପ୍ରତି ପବିତ୍ର ହେବ। Gade chapit laଓଡିଆ ବାଇବେଲ10 ତୁମ୍ଭେ ତାହା ମହାପବିତ୍ର ଦ୍ରବ୍ୟ ଭାବି ତହିଁରୁ ଭୋଜନ କରିବ; ପ୍ରତ୍ୟେକ ପୁରୁଷ ତହିଁରୁ ଭୋଜନ କରିବ; ତାହା ତୁମ୍ଭ ପ୍ରତି ପବିତ୍ର ହେବ। Gade chapit laପବିତ୍ର ବାଇବଲ10 ତୁମ୍ଭେ ତାହାକୁ ମହାପବିତ୍ର ଭାବି ଭୋଜନ କରିବ। ପ୍ରତ୍ୟେକ ପୁରୁଷ ପବିତ୍ର ସ୍ଥାନରେ ତାହାକୁ ଭୋଜନ କରିବେ, ତାହା ତୁମ୍ଭ ପ୍ରତି ପବିତ୍ର ହେବ। Gade chapit la |
ତହୁଁ ସେ ମୋତେ କହିଲେ, “ପୃଥକ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରିମାନ ଅଛି, ସେହି ସବୁ ପବିତ୍ର କୋଠରି, ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି, ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସକଳ ଭୋଜନ କରିବେ; ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସକଳ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ରଖିବେ; କାରଣ ସେହି ସ୍ଥାନ ପବିତ୍ର ଅଟେ।