ଗଣନା ପୁସ୍ତକ 18:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେଉଁସବୁ ପ୍ରଥମ ପକ୍ୱ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)13 ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେସବୁ ପ୍ରଥମ ପକ୍ଵ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ। Gade chapit laଓଡିଆ ବାଇବେଲ13 ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେଉଁ ସବୁ ପ୍ରଥମ ପକ୍ୱ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହିସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ। Gade chapit laପବିତ୍ର ବାଇବଲ13 ସେମାନେ ନିଜ ନିଜ ଭୂମିରୁ ଉତ୍ପନ୍ନ ଯେଉଁସବୁ ପ୍ରଥମ ପକ୍ୱଫଳ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି, ସେସବୁ ତୁମ୍ଭର ହେବ, ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ବିଧିସମ୍ମତ ଶୁଚି ବ୍ୟକ୍ତି ତାହା ଭୋଜନ କରିବ। Gade chapit la |
ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।