Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 18:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମାତ୍ର ତୁମ୍ଭେ ଗୋରୁର ପ୍ରଥମଜାତକୁ ଅବା ମେଷର ପ୍ରଥମଜାତକୁ ଅବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ, ସେମାନେ ପବିତ୍ର; ତୁମ୍ଭେ ବେଦି ଉପରେ ସେମାନଙ୍କର ରକ୍ତ ସେଚନ କରିବ, ପୁଣି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ସେମାନଙ୍କର ମେଦ ଦଗ୍ଧ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ମାତ୍ର ତୁମ୍ଭେ ଗୋରୁର ପ୍ରଥମଜାତକୁ ଅବା ମେଷର ପ୍ରଥମଜାତକୁ ଅବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ, ସେମାନେ ପବିତ୍ର; ତୁମ୍ଭେ ବେଦି ଉପରେ ସେମାନଙ୍କର ରକ୍ତ ସେଚନ କରିବ, ପୁଣି ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ସେମାନଙ୍କର ମେଦ ଦଗ୍ଧ କରିବ।

Gade chapit la Kopi

ଓଡିଆ ବାଇବେଲ

17 ମାତ୍ର ତୁମ୍ଭେ ଗୋରୁର ପ୍ରଥମଜାତକୁ ଅବା ମେଷର ପ୍ରଥମଜାତକୁ ଅବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ, ସେମାନେ ପବିତ୍ର; ତୁମ୍ଭେ ବେଦି ଉପରେ ସେମାନଙ୍କର ରକ୍ତ ସେଚନ କରିବ, ପୁଣି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ସେମାନଙ୍କର ମେଦ ଦଗ୍ଧ କରିବ।

Gade chapit la Kopi

ପବିତ୍ର ବାଇବଲ

17 “ମାତ୍ର ତୁମ୍ଭେ ଗୋରୁ କିମ୍ବା ମେଷ କିମ୍ବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ। ସେମାନେ ପବିତ୍ର, ତୁମ୍ଭେ ଯଜ୍ଞବେଦି ଉପରେ ସେମାନଙ୍କର ରକ୍ତ ଛିଞ୍ଚିବ ଏବଂ ସେମାନଙ୍କର ମେଦକୁ ଦ‌ଗ୍‌ଧ କରିବ। ଏହା ସଦାପ୍ରଭୁଙ୍କ ନିମନ୍ତେ ସୁବାସିତ ନୈବେଦ୍ୟ ହେବ।

Gade chapit la Kopi




ଗଣନା ପୁସ୍ତକ 18:17
5 Referans Kwoze  

ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର ରକ୍ତ ନେଇ ବେଦି ଉପରେ ଚାରିଆଡ଼େ ଛିଞ୍ଚିବ।


ପୁଣି, ଯାଜକ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଦ ଦଗ୍ଧ କରିବ।


ପୁଣି, ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେହି ସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ।


Swiv nou:

Piblisite


Piblisite