ଗଣନା ପୁସ୍ତକ 18:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ ସେମାନଙ୍କର ମାଂସ ତୁମ୍ଭର ହେବ, ଯେପରି ଦୋଳନୀୟ ନୈବେଦ୍ୟାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ସେପରି ତାହା ତୁମ୍ଭର ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)18 ଆଉ ସେମାନଙ୍କର ମାଂସ ତୁମ୍ଭର ହେବ, ଯେପରି ଦୋଳନୀୟ ନୈବେଦ୍ୟାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ସେପରି ତାହା ତୁମ୍ଭର ହେବ। Gade chapit laଓଡିଆ ବାଇବେଲ18 ଆଉ ସେମାନଙ୍କର ମାଂସ ତୁମ୍ଭର ହେବ, ଯେପରି ଦୋଳନୀୟ ନୈବେଦ୍ୟାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ସେପରି ତାହା ତୁମ୍ଭର ହେବ। Gade chapit laପବିତ୍ର ବାଇବଲ18 ଆଉ ସେମାନଙ୍କର ମାଂସ, ଦୋଳନୀୟ ନୈବେଦ୍ୟାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ଏ ସମସ୍ତ ତୁମ୍ଭର ହେବ। Gade chapit la |
ପୁଣି, ଆମ୍ଭମାନଙ୍କ ଚକଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।