Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 18:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍‍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟ-ତମ୍ବୁ ସମ୍ମୁଖରେ ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟତମ୍ଵୁ ସମ୍ମୁଖରେ ରହିବ।

Gade chapit la Kopi

ଓଡିଆ ବାଇବେଲ

2 ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍‍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟତମ୍ବୁ ସମ୍ମୁଖରେ ରହିବ।

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭେ ଲେବୀୟମାନଙ୍କଠାରୁ ତୁମ୍ଭର ଅନ୍ୟ ଭ୍ରାତୃଗଣଙ୍କୁ ତୁମ୍ଭ ନିକଟକୁ ଆଣ। ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସାହାଯ୍ୟ କରିବେ। ଯେତେବେଳେ ତୁମ୍ଭେ ଓ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟ ତମ୍ବୁ ସମ୍ମୁଖରେ ରହିବ।

Gade chapit la Kopi




ଗଣନା ପୁସ୍ତକ 18:2
16 Referans Kwoze  

ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ଏଥର ସ୍ୱାମୀ ମୋʼ ଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି,” ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା।


ମାତ୍ର ଇସ୍ରାଏଲ ସନ୍ତାନମାନେ ଆମ୍ଭଠାରୁ ବିପଥଗମନ କରିବା ସମୟରେ ସାଦୋକର ସନ୍ତାନ ଯେଉଁ ଲେବୀୟ ଯାଜକଗଣ ଆମ୍ଭ ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କଲେ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ନିକଟକୁ ଆସିବେ ଓ ଆମ୍ଭ ଉଦ୍ଦେଶ୍ୟରେ ମେଦ ଓ ରକ୍ତ; ଉତ୍ସର୍ଗ କରିବା ନିମନ୍ତେ ଆମ୍ଭ ସମ୍ମୁଖରେ ଠିଆ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;


ଆଉ, ସେମାନେ ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାନୁସାରେ ଶ୍ରେଣୀକ୍ରମେ ଆପଣା ଆପଣା ସ୍ଥାନରେ ଠିଆ ହେଲେ; ଯାଜକମାନେ ଲେବୀୟମାନଙ୍କ ହସ୍ତରୁ ରକ୍ତ ଗ୍ରହଣ କରି ସେଚନ କଲେ।


ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ବୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ବୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।


ତହୁଁ ମୋଶା ସାକ୍ଷ୍ୟ-ତମ୍ବୁରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମସ୍ତ ଯଷ୍ଟି ରଖିଲେ।


ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍‍, ହାରୋଣ-ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ।


ତହିଁ ଉତ୍ତାରେ ଲେବୀୟମାନେ ହାରୋଣର ସମ୍ମୁଖରେ ଓ ତାହାର ପୁତ୍ରଗଣ ସମ୍ମୁଖରେ ଆପଣା ଆପଣା ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନଙ୍କ ପ୍ରତି କଲେ।


ଆଉ ଇସ୍ରାଏଲ-ସନ୍ତାନଗଣ ପବିତ୍ର ସ୍ଥାନ ନିକଟକୁ ଆସିବା ସମୟରେ ଯେପରି ସେମାନଙ୍କ ମଧ୍ୟରେ ମହାମାରୀ ଉପସ୍ଥିତ ନ ହୁଏ, ଏଥିପାଇଁ ଆମ୍ଭେ ସମାଗମ-ତମ୍ବୁରେ ଇସ୍ରାଏଲ-ସନ୍ତାନଗଣ ବଦଳେ ସେବା ଓ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଦାନ ରୂପେ ହାରୋଣ ଓ ତାହାର ପୁତ୍ରଗଣଙ୍କୁ ଦେଲୁ।”


ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।


ଏହିସବୁ ଏହି ପ୍ରକାରେ ପ୍ରସ୍ତୁତ ହୋଇଥିବାରୁ ଯାଜକମାନେ ଉପାସନା କରିବା ନିମନ୍ତେ ତମ୍ବୁର ପ୍ରଥମ ଭାଗରେ ସର୍ବଦା ପ୍ରବେଶ କରନ୍ତି,


ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି, ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।”


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ତଥାପି ସେମାନେ ଗୃହର ଦ୍ୱାରସକଳର ଦ୍ୱାରୀ ହୋଇ ଓ ଗୃହରେ ପରିଚର୍ଯ୍ୟା କରି ଆମ୍ଭ ପବିତ୍ର ସ୍ଥାନର ପରିଚାରକ ହେବେ; ସେମାନେ ଲୋକମାନଙ୍କ ନିମନ୍ତେ ହୋମବଳି ଓ ପ୍ରାୟଶ୍ଚିତ୍ତାର୍ଥକ ବଳି ବଧ କରିବେ ଓ ଲୋକମାନଙ୍କର ପରିଚର୍ଯ୍ୟା କରିବା ନିମନ୍ତେ ସେମାନଙ୍କ ସମ୍ମୁଖରେ ଠିଆ ହେବେ।


ତହିଁରେ ଲେବୀ ସହିତ ଆମ୍ଭର ନିୟମ ଯେପରି ହେବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଯେ ଏହି ଆଜ୍ଞା ପ୍ରେରଣ କରିଅଛୁ, ଏହା ତୁମ୍ଭେମାନେ ଜାଣିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite