Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 18:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପୁଣି, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ବୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ପୁଣି ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ଵୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ।

Gade chapit la Kopi

ଓଡିଆ ବାଇବେଲ

31 ପୁଣି, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ବୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ।

Gade chapit la Kopi

ପବିତ୍ର ବାଇବଲ

31 ପୁଣି ତୁମ୍ଭେମାନେ ଓ ତୁମ୍ଭ ପରିବାର ଲୋକମାନେ ସବୁ ସ୍ଥାନରେ ତାହା ଭୋଜନ କରିବ। କାରଣ ତାହା ସମାଗମ-ତମ୍ବୁରେ କରିଥିବା ସେବାକାର୍ଯ୍ୟର ପୁରସ୍କାର ଅଟେ।

Gade chapit la Kopi




ଗଣନା ପୁସ୍ତକ 18:31
9 Referans Kwoze  

ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ। ଘରକୁ ଘର ଯାଅ ନାହିଁ।


କିମ୍ବା ଦୁଇଟି ଅଙ୍ଗରଖା ଅବା ଜୋତା କିମ୍ବା ବାଡ଼ି ଆୟୋଜନ କର ନାହିଁ, କାରଣ କାର୍ଯ୍ୟକାରୀ ଆପଣା ଆହାରର ଯୋଗ୍ୟ।


କିନ୍ତୁ ଯେ ଈଶ୍ବରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ।


କାରଣ ମୁଁ ନିଜେ ଯେ ତୁମ୍ଭମାନଙ୍କର ଭାର ସ୍ୱରୂପ ହୋଇ ନାହିଁ, ଏହି ଗୋଟିଏ ବିଷୟ ଛଡ଼ା ଅବଶିଷ୍ଟ ମଣ୍ଡଳୀ-ସମୂହଠାରୁ ତୁମ୍ଭେମାନେ କାହିଁରେ ନିକୃଷ୍ଟ ହୋଇଅଛ? ମୋହର ଏହି ଦୋଷ କ୍ଷମା କର।


ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ଯେଉଁ ସମୟରେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେହି ସମୟରେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ।


ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ୱାରା ଘଟିତ କୌଣସି ପାପ ବୋହିବ ନାହିଁ; ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।’”


Swiv nou:

Piblisite


Piblisite