Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 19:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ଇଲୀୟାସର ଯାଜକ ଆପଣା ଅଙ୍ଗୁଳି ଦ୍ୱାରା ତାହାର ରକ୍ତରୁ ନେଇ ସମାଗମ-ତମ୍ବୁ ସମ୍ମୁଖରେ ସାତ ଥର ତାହାର ରକ୍ତ ସେଚନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ଇଲୀୟାସର ଯାଜକ ଆପଣା ଅଙ୍ଗୁଳି ଦ୍ଵାରା ତାହାର ରକ୍ତରୁ ନେଇ ସମାଗମ-ତମ୍ଵୁ ସମ୍ମୁଖରେ ସାତ ଥର ତାହାର ରକ୍ତ ସେଚନ କରିବ।

Gade chapit la Kopi

ଓଡିଆ ବାଇବେଲ

4 ତହିଁରେ ଇଲୀୟାସର ଯାଜକ ଆପଣା ଅଙ୍ଗୁଳି ଦ୍ୱାରା ତାହାର ରକ୍ତରୁ ନେଇ ସମାଗମ-ତମ୍ବୁ ସମ୍ମୁଖରେ ସାତ ଥର ତାହାର ରକ୍ତ ସେଚନ କରିବ।

Gade chapit la Kopi

ପବିତ୍ର ବାଇବଲ

4 ଯାଜକ ଇଲିୟାସର ଆପଣା ଅଙ୍ଗୁଳି ଦ୍ୱାରା ତାହାର ରକ୍ତକୁ ନେଇ ପବିତ୍ର ତମ୍ବୁ ସମ୍ମୁଖରେ ସାତଥର ଛିଞ୍ଚିବ।

Gade chapit la Kopi




ଗଣନା ପୁସ୍ତକ 19:4
7 Referans Kwoze  

ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ବିଚ୍ଛେଦ ବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।


ତହୁଁ ସେ ସେହି ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବ ଆଡ଼େ ଅଙ୍ଗୁଳି ଦ୍ୱାରା ଛିଞ୍ଚିବ; ପୁଣି, ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ୱାରା ସାତ ଥର ସେହି ରକ୍ତ ଛିଞ୍ଚିବ।


ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନର ବିଚ୍ଛେଦ ବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।


ପୁଣି, ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ସାତ ଥର ଛିଞ୍ଚି ତାହା ଶୁଚି କରିବ ଓ ଇସ୍ରାଏଲ-ସନ୍ତାନଗଣର ଅଶୁଚିତାରୁ ତାହା ଶୁଚି କରିବ।


ପିତା ଈଶ୍ବରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ।


ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ।


Swiv nou:

Piblisite


Piblisite