Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 2:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତାହା ପାଖରେ ମନଃଶି ବଂଶ ରହିବେ, ପୁଣି, ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନମାନଙ୍କର ଅଧିପତି ହେବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତାହା ପାଖରେ ମନଃଶି ବଂଶ ରହିବେ, ପୁଣି ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନମାନଙ୍କର ଅଧିପତି ହେବ;

Gade chapit la Kopi

ଓଡିଆ ବାଇବେଲ

20 ତାହା ପାଖରେ ମନଃଶି ବଂଶ ରହିବେ, ପୁଣି, ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନମାନଙ୍କର ଅଧିପତି ହେବ;

Gade chapit la Kopi

ପବିତ୍ର ବାଇବଲ

20 “ଇଫ୍ରୟିମ ଗୋଷ୍ଠୀ ଛାଉଣିର ପରେ ମନଃଶି ଗୋଷ୍ଠୀ ଛାଉଣି ସ୍ଥାପନ କରିବେ। ପୁଣି ପଦାହସୂରର ପୁତ୍ର ଗମଲିୟେଲ ମନଃଶି ଲୋକମାନଙ୍କର ଅଧିପତି ହେବ।

Gade chapit la Kopi




ଗଣନା ପୁସ୍ତକ 2:20
6 Referans Kwoze  

ଯୋଷେଫର ପୁତ୍ରଗଣ ମଧ୍ୟରୁ ଇଫ୍ରୟିମ ବଂଶର; ଅମ୍ମୀହୂଦର ପୁତ୍ର ଇଲୀଶାମା; ମନଃଶି ବଂଶର; ପଦାହସୂରର ପୁତ୍ର ଗମଲୀୟେଲ।


ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।


ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ପଦାହସୂରର ପୁତ୍ର ଗମଲୀୟେଲର ଉପହାର।


ଅଷ୍ଟମ ଦିନ ମନଃଶି-ସନ୍ତାନଗଣର ଅଧିପତି ପଦାହସୂରର ପୁତ୍ର ଗମଲୀୟେଲ ଆଣିଲା;


ଆଉ ତାହାର ଗଣିତ ସୈନ୍ୟ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ।


ତାହାର ଗଣିତ ସୈନ୍ୟ ସଂଖ୍ୟା ବତିଶ ହଜାର ଦୁଇ ଶହ।


Swiv nou:

Piblisite


Piblisite