Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 2:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଇଫ୍ରୟିମ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଆଠ ହଜାର ଏକ ଶହ। ସେମାନେ ତୃତୀୟରେ ଅଗ୍ରସର ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଇଫ୍ରୟିମ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଆଠହଜାର ଏକ ଶହ। ସେମାନେ ତୃତୀୟରେ ଅଗ୍ରସର ହେବେ।

Gade chapit la Kopi

ଓଡିଆ ବାଇବେଲ

24 ଇଫ୍ରୟିମ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଆଠ ହଜାର ଏକ ଶହ। ସେମାନେ ତୃତୀୟରେ ଅଗ୍ରସର ହେବେ।

Gade chapit la Kopi

ପବିତ୍ର ବାଇବଲ

24 “ଇଫ୍ରୟିମ ଛାଉଣିର ଗଣ୍ୟ ସୈନ୍ୟସଂଖ୍ୟା 108,100 ସେମାନେ ତୃତୀୟରେ ଅଗ୍ରସର ହେବେ।

Gade chapit la Kopi




ଗଣନା ପୁସ୍ତକ 2:24
6 Referans Kwoze  

ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା।


ଇଫ୍ରୟିମ, ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର।


ଦାନ୍-ଛାଉଣିର ଗଣିତ ଲୋକମାନଙ୍କ ସଂଖ୍ୟା ଏକ ଲକ୍ଷ ସତାବନ ହଜାର ଛଅ ଶହ। ସେମାନେ ଆପଣାମାନଙ୍କ ଧ୍ୱଜା ନେଇ ସମସ୍ତଙ୍କ ପଛେ ଅଗ୍ରସର ହେବେ।”


ରୁବେନ୍‍-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ। ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ।


ଯିହୁଦା-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଛୟାଅଶୀ ହଜାର ଚାରି ଶହ। ସେମାନେ ପ୍ରଥମେ ଅଗ୍ରସର ହେବେ।


ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ।


Swiv nou:

Piblisite


Piblisite