Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯେଉଁମାନେ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୁଦା-ଧ୍ୱଜାର ପଶ୍ଚାଦ୍‍ଗାମୀ ଲୋକ; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ଯିହୁଦା-ସନ୍ତାନଗଣର ଅଧିପତି ହେବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯେଉଁମାନେ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୁଦା-ଧ୍ଵଜାର ପଶ୍ଚାଦ୍ଗାମୀ ଲୋକ; ପୁଣି ଅମ୍ମୀନାଦବର ପୁତ୍ର ନହଶୋନ ଯିହୁଦା-ସନ୍ତାନଗଣର ଅଧିପତି ହେବ;

Gade chapit la Kopi

ଓଡିଆ ବାଇବେଲ

3 ଯେଉଁମାନେ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୁଦା-ଧ୍ୱଜାର ପଶ୍ଚାଦ୍‍ଗାମୀ ଲୋକ; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ଯିହୂଦା-ସନ୍ତାନଗଣର ଅଧିପତି ହେବ;

Gade chapit la Kopi

ପବିତ୍ର ବାଇବଲ

3 “ଯିହୁଦାର ବିଭାଗ ଛାଉଣି ସ୍ଥାପନ କରିବେ ତାଙ୍କ ଧ୍ୱଜା ସହିତ ପୂର୍ବଦିଗର ସୂର୍ଯ୍ୟଦୋୟ ଆଡ଼େ, ପୁଣି ଅମ୍ମୀନାଦବର ପୁତ୍ର ନହଶୋନ ଯିହୁଦାର ଲୋକମାନଙ୍କର ନେତା ହେବ।

Gade chapit la Kopi




ଗଣନା ପୁସ୍ତକ 2:3
19 Referans Kwoze  

ପୁଣି, ରାମ୍‍ ଅମ୍ମୀନାଦବକୁ ଜାତ କଲା; ପୁଣି, ଅମ୍ମୀନାଦବ ଯିହୁଦା-ସନ୍ତାନଗଣର ଅଧିପତି ନହଶୋନକୁ ଜାତ କଲା।


ଓ ଅମ୍ମୀନାଦବର ପୁତ୍ର ନହଶୋନ ଓ ନହଶୋନର ପୁତ୍ର ସଲମୋନ


ଯିହୁଦା ବଂଶର; ଅମ୍ମୀନାଦବର ପୁତ୍ର ନହଶୋନ


ହିଷ୍ରୋଣ ଅରାମଙ୍କୁ ଜନ୍ମ ଦେଲେ, ଅରାମ ଅମ୍ମୀନାଦବଙ୍କୁ ଜନ୍ମ ଦେଲେ, ଅମ୍ମୀନାଦାବ ନହଶୋନଙ୍କୁ ଜନ୍ମ ଦେଲେ, ନହଶୋନ ସଲମୋନଙ୍କୁ ଜନ୍ମ ଦେଲେ,


କାରଣ ଯିହୁଦା ଆପଣା ଭ୍ରାତୃଗଣ ଅପେକ୍ଷା ପରାକ୍ରମୀ ହେଲା ଓ ତାହାଠାରୁ ଅଧିପତି ଉତ୍ପନ୍ନ ହେଲେ; ମାତ୍ର ଜ୍ୟେଷ୍ଠାଧିକାର ଯୋଷେଫର ହେଲା;


ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅମ୍ମୀନାଦବର ପୁତ୍ର ନହଶୋନର ଉପହାର।


ତହିଁରେ ପ୍ରଥମ ଦିନ ଯିହୁଦା ବଂଶଜାତ ଅମ୍ମୀନାଦବର ପୁତ୍ର ନହଶୋନ ଆପଣା ଉପହାର ଉତ୍ସର୍ଗ କଲା;


ପୁଣି, ହାରୋଣ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ଇଲୀଶେବାକୁ ବିବାହ କଲେ; ତହିଁରେ ସେ ତାଙ୍କର ଔରସରେ ନାଦବ୍‍, ଅବୀହୂ, ଇଲୀୟାସର ଓ ଈଥାମରକୁ ପ୍ରସବ କଲା।


ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ।


ପୁଣି, ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ବୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା, ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ-ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ।


ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍‍ ଯାଇ ଆପଣା ପିତାଙ୍କର ବିଲ୍‌ହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ।


ଯାକୁବଙ୍କର ଦ୍ୱାଦଶ ପୁତ୍ର ଥିଲେ; ସେମାନଙ୍କ ମଧ୍ୟରେ ରୁବେନ୍‍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର, ସେ, ପୁଣି, ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର ଓ ସବୂଲୂନ, ଏମାନେ ଲେୟାର ସନ୍ତାନ;


ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି: ଯଥା, ରୁବେନ୍‍ ବଂଶର ଶଦେୟରର ପୁତ୍ର ଇଲୀଷୂର।


ପୁଣି, ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ।


Swiv nou:

Piblisite


Piblisite