ଗଣନା ପୁସ୍ତକ 2:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃଗୃହାନୁସାରେ ଗଣିତ ହେଲେ; ଆପଣା ଆପଣା ସୈନ୍ୟାନୁସାରେ ସମସ୍ତ ଛାଉଣିର ଗଣିତ ଲୋକ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)32 ଏମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃଗୃହାନୁସାରେ ଗଣିତ ହେଲେ; ଆପଣା ଆପଣା ସୈନ୍ୟାନୁସାରେ ସମସ୍ତ ଛାଉଣିର ଗଣିତ ଲୋକସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ହେଲା। Gade chapit laଓଡିଆ ବାଇବେଲ32 ଏମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃଗୃହାନୁସାରେ ଗଣିତ ହେଲେ; ଆପଣା ଆପଣା ସୈନ୍ୟାନୁସାରେ ସମସ୍ତ ଛାଉଣିର ଗଣିତ ଲୋକ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ହେଲା। Gade chapit laପବିତ୍ର ବାଇବଲ32 ସେମାନେ ସବୁ ଇସ୍ରାଏଲ ଲୋକମାନେ ଓ ସେମାନେ ନିଜର ପିତୃଗୃହ ଅନୁସାରେ ଗଣ୍ୟ ହେଲେ। ସେମାନଙ୍କର ଛାଉଣିର ମୋଟ ସୈନ୍ୟ ସଂଖ୍ୟା ଗଣନା ଅନୁସାରେ 603,500 Gade chapit la |