ଗଣନା ପୁସ୍ତକ 20:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଇସ୍ରାଏଲ ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ୱାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ଡଳୀକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)12 ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, ତୁମ୍ଭେମାନେ ଇସ୍ରାଏଲ-ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ଵାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ତଳୀକି ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ। Gade chapit laଓଡିଆ ବାଇବେଲ12 ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଇସ୍ରାଏଲ ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ୱାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ଡଳୀକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ।” Gade chapit laପବିତ୍ର ବାଇବଲ12 ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଲୋକମାନଙ୍କ ସମ୍ମୁଖରେ ମୋ'ଠାରେ ବିଶ୍ୱାସ କଲ ନାହିଁ ଏବଂ ଲୋକମାନଙ୍କ ଆଗରେ ମୋତେ ପବିତ୍ର ରୂପେ ସମ୍ମାନ ଦେଲ ନାହିଁ। ଏଣୁ ତୁମ୍ଭେମାନେ ଏହି ଲୋକମାନଙ୍କୁ ସେହି ଦେଶ ଭିତରକୁ ନେବ ନାହିଁ, ଯାହା ମୁଁ ସେମାନଙ୍କୁ ଦେଇଛି।” Gade chapit la |
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”