ଗଣନା ପୁସ୍ତକ 20:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଅର୍ଥାତ୍, କିପରି ଆମ୍ଭମାନଙ୍କର ପୂର୍ବପୁରୁଷମାନେ ମିସରକୁ ଗଲେ ଓ ମିସରରେ ଦୀର୍ଘ କାଳ ବାସ କଲେ ଆଉ ମିସରୀୟମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି କୁବ୍ୟବହାର କଲେ, ତାହା ତୁମ୍ଭେ ଜାଣ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଅର୍ଥାତ୍, କିପରି ଆମ୍ଭମାନଙ୍କର ପୂର୍ବପୁରୁଷମାନେ ମିସରକୁ ଗଲେ ଓ ମିସରରେ ଦୀର୍ଘକାଳ ବାସ କଲେ; ଆଉ ମିସ୍ରୀୟମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି କୁବ୍ୟବହାର କଲେ, ତାହା ତୁମ୍ଭେ ଜାଣ। Gade chapit laଓଡିଆ ବାଇବେଲ15 ଅର୍ଥାତ୍, କିପରି ଆମ୍ଭମାନଙ୍କର ପୂର୍ବପୁରୁଷମାନେ ମିସରକୁ ଗଲେ ଓ ମିସରରେ ଦୀର୍ଘକାଳ ବାସ କଲେ ଆଉ ମିସ୍ରୀୟମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି କୁବ୍ୟବହାର କଲେ, ତାହା ତୁମ୍ଭେ ଜାଣ। Gade chapit laପବିତ୍ର ବାଇବଲ15 ବହୁ ବର୍ଷପୂର୍ବେ ଆମ୍ଭର ପୂର୍ବପୁରୁଷ କିପରି ମିଶରକୁ ଗଲେ ଓ ମିଶରରେ ଦୀର୍ଘକାଳ ବାସ କଲେ ଓ ମିଶରୀୟମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଯେଉଁ କୁବ୍ୟବହାର କଲେ, ତାହା ତୁମ୍ଭେ ଜାଣ। Gade chapit la |