Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 20:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ର ଇଲୀୟାସରକୁ ହୋର ପର୍ବତ ଉପରକୁ ନେଇଯାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ର ଇଲୀୟାସରକୁ ହୋର ପର୍ବତ ଉପରକୁ ନେଇ ଯାଅ।

Gade chapit la Kopi

ଓଡିଆ ବାଇବେଲ

25 ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ର ଇଲୀୟାସରକୁ ହୋର ପର୍ବତ ଉପରକୁ ନେଇ ଯାଅ।

Gade chapit la Kopi

ପବିତ୍ର ବାଇବଲ

25 “ତୁମ୍ଭେ ହାରୋଣଙ୍କୁ ଓ ତାହାର ପୁତ୍ର ଇଲିୟାସରକୁ ହୋର ପର୍ବତ ଉପରକୁ ନେଇଯାଅ।

Gade chapit la Kopi




ଗଣନା ପୁସ୍ତକ 20:25
5 Referans Kwoze  

ମାତ୍ର ନାଦବ୍‍ ଓ ଅବୀହୂ ସୀନୟ ପ୍ରାନ୍ତରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଇତର ଅଗ୍ନି ଉତ୍ସର୍ଗ କରି ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାଣତ୍ୟାଗ କରିଥିଲେ, ସେମାନଙ୍କର ସନ୍ତାନ ନ ଥିଲା; ଏଥିସକାଶୁ ଇଲୀୟାସର ଓ ଈଥାମର ଆପଣା ପିତା ହାରୋଣଙ୍କ ସାକ୍ଷାତରେ ଯାଜକ କର୍ମ କଲେ।


(ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ବେରୋତ୍‍-ବନେୟା-କନଠାରୁ ମୋଷେରୋତକୁ ଯାତ୍ରା କଲେ, ସେ ସ୍ଥାନରେ ହାରୋଣ ମଲେ ଓ ସେହି ସ୍ଥାନରେ ସେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଇଲୀୟାସର ତାଙ୍କ ପଦରେ ଯାଜକ କର୍ମ କଲା।


ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।


ବୁକ୍କି ଅବୀଶୂୟର ସନ୍ତାନ, ଅବୀଶୂୟ ପୀନହସ୍‍ର ସନ୍ତାନ, ପୀନହସ୍‍ ଇଲୀୟାସରର ସନ୍ତାନ, ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର।


Swiv nou:

Piblisite


Piblisite