Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 20:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏଉତ୍ତାରେ ହାରୋଣ ମରିଅଛନ୍ତି, ଏହା ସମସ୍ତ ମଣ୍ଡଳୀ ଦେଖନ୍ତେ, ସେମାନେ, ଅର୍ଥାତ୍‍, ଇସ୍ରାଏଲର ସମସ୍ତ ବଂଶ ହାରୋଣଙ୍କ ନିମନ୍ତେ ତିରିଶ ଦିନ ପର୍ଯ୍ୟନ୍ତ ରୋଦନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଏଉତ୍ତାରେ ହାରୋଣ ମରିଅଛନ୍ତି, ଏହା ସମସ୍ତ ମଣ୍ତଳୀ ଦେଖନ୍ତେ, ସେମାନେ, ଅର୍ଥାତ୍, ଇସ୍ରାଏଲର ସମସ୍ତ ବଂଶ ହାରୋଣଙ୍କ ନିମନ୍ତେ ତିରିଶ ଦିନ ପର୍ଯ୍ୟନ୍ତ ରୋଦନ କଲେ।

Gade chapit la Kopi

ଓଡିଆ ବାଇବେଲ

29 ଏଉତ୍ତାରେ ହାରୋଣ ମରିଅଛନ୍ତି, ଏହା ସମସ୍ତ ମଣ୍ଡଳୀ ଦେଖନ୍ତେ, ସେମାନେ, ଅର୍ଥାତ୍‍, ଇସ୍ରାଏଲର ସମସ୍ତ ବଂଶ ହାରୋଣଙ୍କ ନିମନ୍ତେ ତିରିଶ ଦିନ ପର୍ଯ୍ୟନ୍ତ ରୋଦନ କଲେ।

Gade chapit la Kopi

ପବିତ୍ର ବାଇବଲ

29 ଇସ୍ରାଏଲର ସମସ୍ତ ମଣ୍ତଳୀ ହାରୋଣଙ୍କ ମୃତ୍ୟୁ ଜାଣିଲେ। ତେଣୁ ପ୍ରତ୍ୟେକ ଇସ୍ରାଏଲୀୟ ତିରିଶ୍ ଦିନ ପର୍ଯ୍ୟନ୍ତ ହାରୋଣଙ୍କ ନିମନ୍ତେ ଶୋକ ଦିବସ ପାଳନ କଲେ।

Gade chapit la Kopi




ଗଣନା ପୁସ୍ତକ 20:29
9 Referans Kwoze  

ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋୟାବ-ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା।


ତଥାପି କେତେକ ଭକ୍ତ ଲୋକମାନେ ସ୍ତିଫାନଙ୍କୁ ସମାଧି ଦେଇ ତାହାଙ୍କ ନିମନ୍ତେ ବହୁତ ବିଳାପ କଲେ।


ପୁଣି, ପରମେଶ୍ୱର ସ୍ଥଳର ନାମ “ପୃଥିବୀ,” ଓ ଜଳରାଶିର ନାମ “ସମୁଦ୍ର” ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।


ପୁଣି, ପରମେଶ୍ୱର ଦୀପ୍ତିର ନାମ “ଦିବସ,” ଓ ଅନ୍ଧକାରର ନାମ “ରାତ୍ରି” ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।


ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି, ମିସରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ।


ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।


ଏଥିଉତ୍ତାରେ ଶାମୁୟେଲ ମଲେ; ତହୁଁ ସମୁଦାୟ ଇସ୍ରାଏଲ ଏକତ୍ର ହୋଇ ତାଙ୍କ ପାଇଁ ବିଳାପ କଲେ ଓ ରାମାସ୍ଥିତ ତାଙ୍କର ଗୃହରେ ତାଙ୍କୁ କବର ଦେଲେ। ପୁଣି, ଦାଉଦ ଉଠି ପାରଣ ପ୍ରାନ୍ତରକୁ ଗଲେ।


ଏଥିଉତ୍ତାରେ ସାରା କିଣାନ ଦେଶସ୍ଥ କିରୀୟଥ୍‍-ଅର୍ବରେ, ଅର୍ଥାତ୍‍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ।


Swiv nou:

Piblisite


Piblisite