Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 21:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେଠାରୁ ସେମାନେ ଯାତ୍ରା କରି ଇମୋରୀୟମାନଙ୍କର ସୀମାରୁ ନିର୍ଗତ ଅର୍ଣ୍ଣୋନର ଅନ୍ୟ ପାରିସ୍ଥିତ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; କାରଣ ମୋୟାବର ଓ ଇମୋରୀୟମାନଙ୍କର ମଧ୍ୟବର୍ତ୍ତୀ ଅର୍ଣ୍ଣୋନ ମୋୟାବର ସୀମା ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେଠାରୁ ସେମାନେ ଯାତ୍ରା କରି ଇମୋରୀୟ-ମାନଙ୍କର ସୀମାରୁ ନିର୍ଗତ ଅର୍ଣ୍ଣୋନର ଅନ୍ୟ ପାରିସ୍ଥିତ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; କାରଣ ମୋୟାବର ଓ ଇମୋରୀୟମାନଙ୍କର ମଧ୍ୟବର୍ତ୍ତୀ ଅର୍ଣ୍ଣୋନ୍ ମୋୟାବର ସୀମା ଥିଲା।

Gade chapit la Kopi

ଓଡିଆ ବାଇବେଲ

13 ସେଠାରୁ ସେମାନେ ଯାତ୍ରା କରି ଇମୋରୀୟମାନଙ୍କର ସୀମାରୁ ନିର୍ଗତ ଅର୍ଣ୍ଣୋନର ଅନ୍ୟ ପାରିସ୍ଥିତ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; କାରଣ ମୋୟାବର ଓ ଇମୋରୀୟମାନଙ୍କର ମଧ୍ୟବର୍ତ୍ତୀ ଅର୍ଣ୍ଣୋନ ମୋୟାବର ସୀମା ଥିଲା।

Gade chapit la Kopi

ପବିତ୍ର ବାଇବଲ

13 ସେଠାରୁ ସେମାନେ ଯାତ୍ରା କରି ଇମୋରୀୟମାନଙ୍କ ସୀମାରୁ ନିର୍ଗତ ଅର୍ଣ୍ଣୋନ ନଦୀର ଅନ୍ୟ ପାର୍ଶ୍ୱ ମରୁଭୂମିରେ ଛାଉଣି ସ୍ଥାପନ କଲେ। କାରଣ ମୋୟାବର ଓ ଇମୋରୀୟମାନଙ୍କର ମଧ୍ୟବର୍ତ୍ତୀ ଅର୍ଣ୍ଣୋନ ମୋୟାବର ସୀମା ଥିଲା।

Gade chapit la Kopi




ଗଣନା ପୁସ୍ତକ 21:13
8 Referans Kwoze  

ଏଥିଉତ୍ତାରେ ସେ ପ୍ରାନ୍ତର ଦେଇ ଯାଇ ଇଦୋମ ଦେଶ ଓ ମୋୟାବ ଦେଶ ଘୁରି ମୋୟାବ ଦେଶର ପୂର୍ବଦିଗ ଦେଇ ଆସି ଅର୍ଣ୍ଣୋନର ସେପାରିରେ ଛାଉଣି ସ୍ଥାପନ କଲେ; ମାତ୍ର ସେମାନେ ମୋୟାବ-ସୀମା ଭିତରେ ପ୍ରବେଶ କଲେ ନାହିଁ, କାରଣ ଅର୍ଣ୍ଣୋନ ମୋୟାବର ସୀମା ଥିଲା।


ଏଥିଉତ୍ତାରେ ବିଲୀୟମ୍‍ର ଆଗମନ ସମ୍ବାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ।


ମୋୟାବ ଲଜ୍ଜିତ ହୋଇଅଛି; କାରଣ ତାହା ଭଗ୍ନ ହୋଇଅଛି; ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ମୋୟାବ ଉତ୍ସନ୍ନ ହୋଇଛି ବୋଲି ଅର୍ଣ୍ଣୋନରେ ପ୍ରଚାର କର।


କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ ଭ୍ରମଣକାରୀ ପକ୍ଷୀ ପରି ଓ ପକ୍ଷୀର ଛିନ୍ନଭିନ୍ନ ବସା ପରି ହେବେ।


“ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ-ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍‍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ କର।


ଏନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧର ନଳାକାର ପୁସ୍ତକରେ କଥିତ ଅଛି, ଯଥା “ସୁଫଃରେ ବାହେବକୁ ଓ ଅର୍ଣ୍ଣୋନର ସକଳ ଉପତ୍ୟକା,


“ଏବେ ତୁମ୍ଭେମାନେ ଉଠ ଓ ସେରଦ୍‍ ନଦୀ ପାର ହୁଅ।” ତହିଁରେ ଆମ୍ଭେମାନେ ସେରଦ୍‍ ନଦୀ ପାର ହେଲୁ।


“ଆଜି ତୁମ୍ଭକୁ ମୋୟାବର ସୀମା ଆର ଦେଇ ଯିବାକୁ ହେବ;


Swiv nou:

Piblisite


Piblisite