Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 21:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଥିରେ ସୀହୋନ ଆପଣା ସୀମା ଦେଇ ଇସ୍ରାଏଲକୁ ଯିବା ପାଇଁ ଦେଲେ ନାହିଁ; ମାତ୍ର ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଇସ୍ରାଏଲର ପ୍ରତିକୂଳରେ ପ୍ରାନ୍ତରକୁ ବାହାର ହେଲେ, ପୁଣି, ଯହସରେ ଉପସ୍ଥିତ ହୋଇ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଏଥିରେ ସୀହୋନ ଆପଣା ସୀମା ଦେଇ ଇସ୍ରାଏଲକୁ ଯିବା ପାଇଁ ଦେଲେ ନାହିଁ; ମାତ୍ର ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଇସ୍ରାଏଲର ପ୍ରତିକୂଳରେ ପ୍ରାନ୍ତରକୁ ବାହାର ହେଲେ, ପୁଣି ଯହସରେ ଉପସ୍ଥିତ ହୋଇ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ।

Gade chapit la Kopi

ଓଡିଆ ବାଇବେଲ

23 ଏଥିରେ ସୀହୋନ ଆପଣା ସୀମା ଦେଇ ଇସ୍ରାଏଲକୁ ଯିବା ପାଇଁ ଦେଲେ ନାହିଁ; ମାତ୍ର ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଇସ୍ରାଏଲର ପ୍ରତିକୂଳରେ ପ୍ରାନ୍ତରକୁ ବାହାର ହେଲେ, ପୁଣି, ଯହସରେ ଉପସ୍ଥିତ ହୋଇ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ।

Gade chapit la Kopi

ପବିତ୍ର ବାଇବଲ

23 ମାତ୍ର ସୀହୋନର ରାଜା ଆପଣା ଦେଶ ମଧ୍ୟଦେଇ ଇସ୍ରାଏଲକୁ ଯାତ୍ରା କରିବାକୁ ଦେଲେ ନାହିଁ। ସେ ଆପଣାର ସମସ୍ତ ଲୋକଙ୍କୁ ଏକତ୍ରିତ କରି ଇସ୍ରାଏଲ ବିରୁଦ୍ଧରେ ବାହାରିଲେ। ଯହସଠାରେ ପହଞ୍ଚି ସେ ଇସ୍ରାଏଲର ବିରୁଦ୍ଧରେ ଯୁଦ୍ଧ କଲେ।

Gade chapit la Kopi




ଗଣନା ପୁସ୍ତକ 21:23
11 Referans Kwoze  

ମାତ୍ର ସୀହୋନ ଆପଣା ସୀମା ଦେଇ ଯିବା ପାଇଁ ଇସ୍ରାଏଲକୁ ବିଶ୍ୱାସ କରୁ ନ ଥିବାରୁ ଅନୁମତି ଦେଲା ନାହିଁ; ପୁଣି ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କଲା।


ହିଷ୍‍ବୋନର ଚିତ୍କାର ସ୍ଥାନଠାରୁ ଇଲୀୟାଲୀ ପର୍ଯ୍ୟନ୍ତ, ମଧ୍ୟ ଯହସ ପର୍ଯ୍ୟନ୍ତ, ସୋୟରଠାରୁ ହୋରୋନୟିମ ପର୍ଯ୍ୟନ୍ତ, ଇଗ୍ଲତ୍‍-ଶଲୀଶୀୟା ପର୍ଯ୍ୟନ୍ତ ସେମାନେ ଚିତ୍କାର ଶବ୍ଦ ଉଠାଇଅଛନ୍ତି; କାରଣ ନିମ୍ରୀମର ଜଳସମୂହ ମଧ୍ୟ ଶୂନ୍ୟ ହେବ।


ହିଷ୍‍ବୋନ ଓ ଇଲୀୟାଲୀ କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ ପର୍ଯ୍ୟନ୍ତ ଶୁଣା ଯାଉଅଛି; ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି।


ଏହିରୂପେ ଇଦୋମ ଇସ୍ରାଏଲକୁ ଆପଣା ସୀମା ଦେଇ ଯିବାର ଅନୁମତି ଦେବାକୁ ଅସ୍ୱୀକାର କଲେ; ଏଣୁ ଇସ୍ରାଏଲ ତାଙ୍କ ନିକଟରୁ ଫେରିଗଲେ।


ଯହସ ଓ କଦେମୋତ୍‍ ଓ ମେଫାତ୍‍


ପୁଣି, ମୋୟାବ ଦେଶୀୟ ଦୂରସ୍ଥ କିଅବା ନିକଟସ୍ଥ ସମସ୍ତ ନଗର ଉପରେ,


ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ।


ତହିଁରେ ଇଦୋମ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ (ଦେଶର) ମଧ୍ୟଦେଇ ଯିବ ନାହିଁ, ଗଲେ ଆମ୍ଭେ ଖଡ୍ଗ ନେଇ ତୁମ୍ଭ ବିରୁଦ୍ଧରେ ବାହାର ହେବା।”


କାରଣ ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା, ଇସ୍ରାଏଲ-ସନ୍ତାନଗଣ ସେହି ରାଜାକୁ ବଧ କରି ତାହାର ଓ ବାଶନର ରାଜା ଓଗ୍‍ର,


Swiv nou:

Piblisite


Piblisite