Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 21:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍‍ବୋନ ଦୀବୋନ୍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ୱଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍ବୋନ୍ ଦୀବୋନ୍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ଵଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ।”

Gade chapit la Kopi

ଓଡିଆ ବାଇବେଲ

30 ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍‍ବୋନ ଦୀବୋନ୍‍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ୱଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ।”

Gade chapit la Kopi

ପବିତ୍ର ବାଇବଲ

30 ସେମାନଙ୍କର ଭବିଷ୍ୟଦ୍ ବଂଶଧରଗଣ ହି‌ଷ୍‌ବୋନଠାରୁ ଦୀବୋନ ପର୍ଯ୍ୟନ୍ତ ଧ୍ୱଂସ ହୋଇଛନ୍ତି। ଆମ୍ଭେମାନେ ସେମାନଙ୍କୁ ଶର ନିକ୍ଷେପ କରିଅଛୁ। ହି‌ଷ୍‌ବୋନ୍ ଦୀବୋନ୍ ପର୍ଯ୍ୟନ୍ତ ହେଲା। ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ୱଂସ କଲୁ, ଯାହା ମେଦବା ନିକଟରେ ଅଛି।”

Gade chapit la Kopi




ଗଣନା ପୁସ୍ତକ 21:30
13 Referans Kwoze  

ହେ ଦୀବୋନ୍ ନିବାସିନୀ କନ୍ୟେ, ତୁମ୍ଭେ ଆପଣା ଐଶ୍ୱର୍ଯ୍ୟରୁ ଓହ୍ଲାଇ ଆସି ତୃଷାରେ ବସ; କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, ସେ ତୁମ୍ଭର ଦୃଢ଼ ଦୁର୍ଗସବୁ ନଷ୍ଟ କରିଅଛି।


ସେ ରୋଦନ କରିବା ପାଇଁ ବୈଥତ୍‍କୁ ଓ ଦୀବୋନ୍‍କୁ, ଉଚ୍ଚସ୍ଥଳୀକି ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି।


ଅର୍ଥାତ୍‍, ସମଭୂମିସ୍ଥ ପ୍ରଦେଶ ଉପରେ ହଲୋନ, ଯହସ ଓ ମେଫାତ୍‍ ଦୀବୋନ୍, ନବୋ ଓ ବେଥ୍-ଦିବ୍ଳାଥୟିମ:


ହିଷ୍‍ବୋନ ଓ ସମଭୂମିସ୍ଥିତ ଦୀବୋନ୍ ଓ ବାମତ୍‍ବାଲ ଓ ବେଥ୍-ବାଲ-ମିୟୋନ,


ତହିଁରେ ଗାଦ୍‍-ସନ୍ତାନଗଣ ଦୀବୋନ୍, ଅଟାରୋତ୍‍ ଓ ଅରୋୟେର;


“ଅଟାରୋତ୍‍, ଦୀବୋନ୍, ଯାସେର, ନିମ୍ରା, ହିଷ୍‍ବୋନ, ଇଲୀୟାଲୀ, ସିବମା, ନବୋ ଓ ବିୟୋନ,


କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା।


ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ହଁ, ଅନେକ ବିଜୁଳି ପଠାଇ ସେମାନଙ୍କୁ ବ୍ୟାକୁଳ କଲେ।


ଏଥିରେ ଧନୁର୍ଦ୍ଧରମାନେ ପ୍ରାଚୀରରୁ ଆପଣଙ୍କ ଦାସମାନଙ୍କ ଉପରେ ବାଣ ନିକ୍ଷେପ କଲେ; ତହୁଁ ମହାରାଜଙ୍କର କେତେକ ଦାସ ମଲେ ଓ ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମଲା।”


ଧନୁର୍ଦ୍ଧରମାନେ ତାହାକୁ ଅତିଶୟ କ୍ଳେଶ ଦେଇଅଛନ୍ତି, ପୁଣି, ତାକୁ ତୀର ବିନ୍ଧି ତାଡ଼ନା କରିଅଛନ୍ତି,


ଏହିରୂପେ ଇସ୍ରାଏଲ ଇମୋରୀୟମାନଙ୍କ ଦେଶରେ ବାସ କଲେ।


ତହୁଁ ଲୋକମାନେ ବତିଶ ହଜାର ରଥ ଓ ମାଖାର ରାଜାକୁ ଓ ତାହାର ଲୋକମାନଙ୍କୁ ବେତନ ଦେଇ ଆଣିଲେ; ଏମାନେ ଆସି ମେଦବା ସମ୍ମୁଖରେ ଛାଉଣି ସ୍ଥାପନ କଲେ। ପୁଣି, ଅମ୍ମୋନ-ସନ୍ତାନଗଣ ଆପଣା ଆପଣା ନଗରରୁ ଏକତ୍ରିତ ହୋଇ ଯୁଦ୍ଧ କରିବାକୁ; ଆସିଲେ।


ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ୍ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି,


Swiv nou:

Piblisite


Piblisite