Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 21:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଏଥିଉତ୍ତାରେ ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ିଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଅନନ୍ତର ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ି ଦେଲେ।

Gade chapit la Kopi

ଓଡିଆ ବାଇବେଲ

32 ଏଥିଉତ୍ତାରେ ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ି ଦେଲେ।

Gade chapit la Kopi

ପବିତ୍ର ବାଇବଲ

32 ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ତାଙ୍କର ଲୋକ ପଠାଇଲେ ଏବଂ ତାଙ୍କର ଲୋକମାନେ ତହିଁର ସମସ୍ତ ଛୋଟ ନଗରଗୁଡ଼ିକୁ ଅକ୍ତିଆର କଲେ ଓ ସେଠାରେ ବାସ କରୁଥିବା ଇମୋରୀୟମାନଙ୍କୁ ତଡ଼ି ଦେଲେ।

Gade chapit la Kopi




ଗଣନା ପୁସ୍ତକ 21:32
10 Referans Kwoze  

ହେ ସିବ୍‍ମାର ଦ୍ରାକ୍ଷାଲତା, ଯାସେରର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ବିଷୟରେ ଅଧିକ ରୋଦନ କରିବା; ତୁମ୍ଭର ଶାଖାସବୁ ସମୁଦ୍ର ପାରିକୁ ଗଲା, ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ହିଁ ବିସ୍ତାରିତ ହେଲା; ତୁମ୍ଭର ଗ୍ରୀଷ୍ମକାଳୀନ ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଉପସ୍ଥିତ ହେଲା।


ରୁବେନ୍‍-ସନ୍ତାନଗଣର ଓ ଗାଦ୍‍-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେଉଁ ସ୍ଥାନ ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଥିଲା।


ଅଟ୍‍ରୋତ୍‍-ଶୋଫନ, ଯାସେର, ଯଗ୍‍ବିହ,


“ଅଟାରୋତ୍‍, ଦୀବୋନ୍, ଯାସେର, ନିମ୍ରା, ହିଷ୍‍ବୋନ, ଇଲୀୟାଲୀ, ସିବମା, ନବୋ ଓ ବିୟୋନ,


ଏହିରୂପେ ଇସ୍ରାଏଲ ଇମୋରୀୟମାନଙ୍କ ଦେଶରେ ବାସ କଲେ।


ଯାସେର ଓ ଗିଲୀୟଦର ସମସ୍ତ ନଗର ଓ ରବ୍ବାର ସମ୍ମୁଖସ୍ଥ ଅରୋୟେର ପର୍ଯ୍ୟନ୍ତ ଅମ୍ମୋନ-ସନ୍ତାନଗଣର ଅର୍ଦ୍ଧ ଦେଶ ସେମାନଙ୍କର ସୀମା ହେଲା।


ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍‍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ ଛାଉଣି ସ୍ଥାପନ କଲେ, ଓ ଗାଦ୍‍ରୁ ଯାସେର ପର୍ଯ୍ୟନ୍ତ ଯାତ୍ରା କଲେ;


ଇମୋରୀୟ, କିଣାନୀୟ, ଗିର୍ଗାଶୀୟ ଓ ଯିବୂଷୀୟମାନଙ୍କର ଦେଶ ଦେଲୁ।”


ଆଉ ତୁମ୍ଭର ଖଡ୍ଗ କି ତୁମ୍ଭର ଧନୁ ଦ୍ୱାରା ନୁହେଁ, ମାତ୍ର ଆମ୍ଭେ ତୁମ୍ଭମାନଙ୍କ ଆଗେ ଆଗେ ବିରୁଡ଼ି ପଠାଇଲୁ, ଯେ ସେମାନଙ୍କୁ, ଅର୍ଥାତ୍‍, ଇମୋରୀୟମାନଙ୍କ ଦୁଇ ରାଜାଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଲା।


Swiv nou:

Piblisite


Piblisite