ଗଣନା ପୁସ୍ତକ 21:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ତହିଁରେ ଲୋକମାନେ ପରମେଶ୍ଵରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, କିହେତୁ ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ? ଦେଖ, ଏଠାରେ ରୋଟୀ ନାହିଁ ଓ ଜଳ ନାହିଁ; ପୁଣି ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ। Gade chapit laଓଡିଆ ବାଇବେଲ5 ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ। Gade chapit laପବିତ୍ର ବାଇବଲ5 ତହିଁରେ ଲୋକମାନେ ପରମେଶ୍ୱର ଓ ମୋଶାଙ୍କ ବିରୁଦ୍ଧରେ ଅଭିଯୋଗ କଲେ ଏବଂ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ଏହି ମରୁଭୂମିରେ ମାରିବାକୁ ମିଶର ଦେଶରୁ ବାହାର କରି ଆଣିଲ? ଏଠାରେ ରୋଟୀ ନାହିଁ କି ଜଳ ନାହିଁ। ଆମ୍ଭେମାନେ ଏହି ଅଖାଦ୍ୟକୁ ଘୃଣା କରୁ।” Gade chapit la |
ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।