Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 21:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଗୋଟିଏ ବିଷାକ୍ତ ସର୍ପର ନମୁନା ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖ; ତହିଁରେ ସର୍ପଦ୍ରଂଷ୍ଟ ପ୍ରତ୍ୟେକ ଲୋକ ତାହା ପ୍ରତି ଅନାଇଲେ ବଞ୍ଚିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଗୋଟିଏ ଦାହକ-ସର୍ପ ନିର୍ମାଣ କରି ପତାକା-ଦଣ୍ତ ଉପରେ ରଖ; ତହିଁରେ ସର୍ପଦ୍ରଂଷ୍ଟ ପ୍ରତ୍ୟେକ ଲୋକ ତାହା ପ୍ରତି ଅନାଇଲେ ବଞ୍ଚିବ।

Gade chapit la Kopi

ଓଡିଆ ବାଇବେଲ

8 ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଗୋଟିଏ ବିଷାକ୍ତ ସର୍ପର ନମୁନା ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖ; ତହିଁରେ ସର୍ପଦ୍ରଂଷ୍ଟ ପ୍ରତ୍ୟେକ ଲୋକ ତାହା ପ୍ରତି ଅନାଇଲେ ବଞ୍ଚିବ।”

Gade chapit la Kopi

ପବିତ୍ର ବାଇବଲ

8 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଗୋଟିଏ ପିତ୍ତଳ ସର୍ପ ନିର୍ମାଣ କରି ଗୋଟିଏ ସ୍ତମ୍ଭ ଉପରେ ରଖ। ସର୍ପଦ୍ୱାରା ଦଂଶିତ ହୋଇଥିବା ଲୋକମାନେ ମୃତ୍ୟୁବରଣ କରିବେ ନାହିଁ, ଯଦି ସେମାନେ ସ୍ତମ୍ଭ ଉପରେ ଥିବା ସର୍ପକୁ ଦେଖନ୍ତି।”

Gade chapit la Kopi




ଗଣନା ପୁସ୍ତକ 21:8
7 Referans Kwoze  

ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ପିତ୍ତଳର ଏକ ସର୍ପକୁ ଊର୍ଦ୍ଧ୍ୱକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହି ପ୍ରକାର ଊର୍ଦ୍ଧ୍ୱକୁ ଉଠାଯିବେ,


ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ।


ସେ ଉଚ୍ଚସ୍ଥଳୀସକଳ ଦୂର କରିଦେଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତି କାଟି ପକାଇଲେ; ପୁଣି ମୋଶା ନିର୍ମିତ ପିତ୍ତଳ ସର୍ପ ଖଣ୍ଡ ଖଣ୍ଡ କରି ଭାଙ୍ଗିଦେଲେ; କାରଣ ତହିଁ ଉଦ୍ଦେଶ୍ୟରେ ଇସ୍ରାଏଲ-ସନ୍ତାନଗଣ ସେସମୟ ପର୍ଯ୍ୟନ୍ତ ଧୂପ ଜ୍ୱଳାଉଥିଲେ; ଆଉ ସେ ତାହାର ନାମ ନହୁଷ୍ଟର୍ନ (ପିତ୍ତଳ ଖଣ୍ଡ) ରଖିଲେ।


“ହେ ପଲେଷ୍ଟୀୟେ, ଯେଉଁ ଦଣ୍ଡ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ।


ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍‍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।


ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।


Swiv nou:

Piblisite


Piblisite