ଗଣନା ପୁସ୍ତକ 21:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହୁଁ ମୋଶା ପିତ୍ତଳର ଏକ ସର୍ପ ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖିଲେ; ତହିଁରେ ସର୍ପ କୌଣସି ମନୁଷ୍ୟକୁ ଦଂଶନ କଲେ, ସେ ସେହି ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରନ୍ତେ, ବଞ୍ଚିଲା। Gade chapit laପବିତ୍ର ବାଇବଲ (Re-edited) - (BSI)9 ତହୁଁ ମୋଶା ପିତ୍ତଳର ଏକ ସର୍ପ ନିର୍ମାଣ କରି ପତାକା-ଦଣ୍ତ ଉପରେ ରଖିଲେ; ତହିଁରେ ସର୍ପ କୌଣସି ମନୁଷ୍ୟକୁ ଦଂଶନ କଲେ, ସେ ସେହି ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରନ୍ତେ, ବଞ୍ଚିଲା। Gade chapit laଓଡିଆ ବାଇବେଲ9 ତହୁଁ ମୋଶା ପିତ୍ତଳର ଏକ ସର୍ପ ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖିଲେ; ତହିଁରେ ସର୍ପ କୌଣସି ମନୁଷ୍ୟକୁ ଦଂଶନ କଲେ, ସେ ସେହି ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରନ୍ତେ, ବଞ୍ଚିଲା। Gade chapit laପବିତ୍ର ବାଇବଲ9 ତେଣୁ ମୋଶା ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ। ସେ ଏକ ପିତ୍ତଳର ସର୍ପ ନିର୍ମାଣ କରି ଗୋଟିଏ ଖମ୍ବ ଉପରେ ସ୍ଥାପନ କଲେ। ତେଣୁ ସର୍ପ ଦଂଶିତ ବ୍ୟକ୍ତି ସେହି ଖମ୍ବସ୍ଥିତ ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରି ବଞ୍ଚିଲେ। Gade chapit la |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।