Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 22:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏନିମନ୍ତେ ବିନୟ କରୁଅଛି, ତୁମ୍ଭେମାନେ ହେଁ ଆଜି ରାତ୍ରି ଏଠାରେ ରୁହ, ସଦାପ୍ରଭୁ ମୋତେ ଆଉ ଯାହା କହିବେ, ତାହା ମୁଁ ଜାଣିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏନିମନ୍ତେ ବିନୟ କରୁଅଛି, ତୁମ୍ଭେମାନେ ହେଁ ଆଜି ରାତ୍ରି ଏଠାରେ ରୁହ, ସଦାପ୍ରଭୁ ମୋତେ ଆଉ ଯାହା କହିବେ, ତାହା ମୁଁ ଜାଣିବି।

Gade chapit la Kopi

ଓଡିଆ ବାଇବେଲ

19 ଏନିମନ୍ତେ ବିନୟ କରୁଅଛି, ତୁମ୍ଭେମାନେ ହେଁ ଆଜି ରାତ୍ରି ଏଠାରେ ରୁହ, ସଦାପ୍ରଭୁ ମୋତେ ଆଉ ଯାହା କହିବେ, ତାହା ମୁଁ ଜାଣିବି।”

Gade chapit la Kopi

ପବିତ୍ର ବାଇବଲ

19 ମାତ୍ର ମୁଁ ତୁମ୍ଭମାନଙ୍କୁ ବିନୟ କରୁଛି, ତୁମ୍ଭେମାନେ ପୂର୍ବ ଲୋକମାନଙ୍କ ପରି ଆଜି ରାତ୍ରି ଏଠାରେ ରୁହ। ସଦାପ୍ରଭୁ ମୋତେ ଆଉ ଯାହା କହିବେ ତାହା ମୁଁ ଜାଣିବି।”

Gade chapit la Kopi




ଗଣନା ପୁସ୍ତକ 22:19
7 Referans Kwoze  

ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।


ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;


ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।


ଏଥିରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, “ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇପାରେ ନାହିଁ।


ଏଥିରେ ପରମେଶ୍ୱର ରାତ୍ରିରେ ବିଲୀୟମ୍‍ ନିକଟକୁ ଆସି କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ।”


Swiv nou:

Piblisite


Piblisite