Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 22:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଇସ୍ରାଏଲ ଇମୋରୀୟମାନଙ୍କ ପ୍ରତି ଯାହା ଯାହା କରିଥିଲେ, ତାହା ସିପ୍ପୋରର ପୁତ୍ର ବାଲାକ ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଇସ୍ରାଏଲ ଇମୋରୀୟମାନଙ୍କ ପ୍ରତି ଯାହା ଯାହା କରିଥିଲେ, ତାହା ସିପ୍ପୋରର ପୁତ୍ର ବାଲାକ ଦେଖିଲେ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ଇସ୍ରାଏଲ ଇମୋରୀୟମାନଙ୍କ ପ୍ରତି ଯାହା ଯାହା କରିଥିଲେ, ତାହା ସିପ୍ପୋରର ପୁତ୍ର ବାଲାକ ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ

2 ଇସ୍ରାଏଲ ଇମୋରୀୟମାନଙ୍କ ପ୍ରତି ଯାହା ଯାହା କରିଥିଲେ, ତାହା ସି‌ପ୍‌ପୋରର ପୁତ୍ର ବାଲାକ୍ ଦେଖିଲେ।

Gade chapit la Kopi




ଗଣନା ପୁସ୍ତକ 22:2
4 Referans Kwoze  

କୁହ ଦେଖି, ତୁମ୍ଭେ କି ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକଠାରୁ କିଛି ଅଧିକ? ସେ କି ଇସ୍ରାଏଲ ସଙ୍ଗେ କେବେ ବିବାଦ କରିଥିଲେ? ଅବା ସେ କି କେବେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିଥିଲେ?


ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, ପୁଣି, ସେହି ସ୍ଥାନର ନାମ ହର୍ମା ହେଲା।


ତେବେ ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମ୍‍କୁ ଡକାଇଲା।


Swiv nou:

Piblisite


Piblisite