Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 22:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେହି ସମୟରେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମ୍‍ର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା।

Gade chapit la Kopi

ଓଡିଆ ବାଇବେଲ

25 ସେହି ସମୟରେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମ୍‍ର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା।

Gade chapit la Kopi

ପବିତ୍ର ବାଇବଲ

25 ସେତେବେଳେ ଗଧ ସଦାପ୍ରଭୁଙ୍କ ଦୂତକୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇଯିବାରୁ ବିଲିୟମର ଗୋଡ଼ କାନ୍ଥରେ ଘସି ହୋଇଗଲା। ତେଣୁ ସେ ପୁନର୍ବାର ଗଧକୁ ଗ୍ଭବୁକ ମାରିଲେ।

Gade chapit la Kopi




ଗଣନା ପୁସ୍ତକ 22:25
4 Referans Kwoze  

ତୁମ୍ଭେ ବାଲ୍ୟକାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ।


ତେବେ ସଦାପ୍ରଭୁଙ୍କ ଦୂତ ଦୁଇ ଦ୍ରାକ୍ଷାକ୍ଷେତ୍ରର ଏପାଖେ ପ୍ରାଚୀର ଓ ସେପାଖେ ପ୍ରାଚୀର ଥିବା ଗଳିପଥରେ ଠିଆ ହେଲେ।


ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ଆହୁରି ଆଗକୁ ଯାଇ ଏକ ସଂକୀର୍ଣ୍ଣ ସ୍ଥାନରେ ଠିଆ ହେଲେ, ସେଠାରେ ଡାହାଣରେ କିମ୍ବା ବାମରେ ଫେରିବାର ସ୍ଥାନ ନ ଥିଲା।


Swiv nou:

Piblisite


Piblisite