Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 22:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମ୍‍କୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନି ଥର ପ୍ରହାର କଲ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମକୁ କହିଲା, ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନିଥର ପ୍ରହାର କଲ?

Gade chapit la Kopi

ଓଡିଆ ବାଇବେଲ

28 ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମ୍‍କୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନିଥର ପ୍ରହାର କଲ।”

Gade chapit la Kopi

ପବିତ୍ର ବାଇବଲ

28 ତହୁଁ ସଦାପ୍ରଭୁ ଗଧ ମୁଖରେ ଭାଷା ଦେଲେ, ତେଣୁ ସେ ବିଲିୟମକୁ କହିଲା, “ମୁଁ ତୁମ୍ଭର କ’ଣ କଲି? କାହିଁକି ତୁମ୍ଭେ ରାଗି ମୋତେ ତିନିଥର ପ୍ରହାର କଲ?”

Gade chapit la Kopi




ଗଣନା ପୁସ୍ତକ 22:28
6 Referans Kwoze  

କିନ୍ତୁ ସେ ଆପଣା ଅପରାଧ ସକାଶେ ଅନୁଯୋଗ ପ୍ରାପ୍ତ ହେଲା, ଗୋଟିଏ ମୂକ ପଶୁ ମନୁଷ୍ୟ ସ୍ୱରରେ କଥା କହି ଭାବବାଦୀର ଉନ୍ମତ୍ତତା ନିବୃତ୍ତ କଲା।


କାରଣ ଈଶ୍ବରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ।


ତହିଁରେ ସଦାପ୍ରଭୁ ତାହାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଅଛନ୍ତି? ପୁଣି, ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରନ୍ତି? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ?


ଯେଣୁ ଏହା ଲେଖାଅଛି, “ଆମ୍ଭେ ଜ୍ଞାନୀମାନଙ୍କର ଜ୍ଞାନ ନଷ୍ଟ କରିବା, ଆଉ ବୁଦ୍ଧିମାନମାନଙ୍କର ବୁଦ୍ଧି ଅଗ୍ରାହ୍ୟ କରିବା।”


କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବ ବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ।


ତେବେ ବିଲୀୟମ୍‍ ଗର୍ଦ୍ଦଭୀକୁ କହିଲା, “କାରଣ ତୁ ମୋତେ ପରିହାସ କରୁଅଛୁ; ମୋʼ ହାତରେ ଖଣ୍ଡା ଥିଲେ ମୁଁ ଏବେ ତୋତେ ବଧ କରନ୍ତି।”


Swiv nou:

Piblisite


Piblisite