Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 22:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ପୁଣି, ଗର୍ଦ୍ଦଭୀ ବିଲୀୟମ୍‍କୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି?” ତହୁଁ ସେ କହିଲା, “ନା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ପୁଣି ଗର୍ଦ୍ଦଭୀ ବିଲୀୟମକୁ କହିଲା, ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି? ତହୁଁ ସେ କହିଲା, ‘ନାʼ।

Gade chapit la Kopi

ଓଡିଆ ବାଇବେଲ

30 ପୁଣି, ଗର୍ଦ୍ଦଭୀ ବିଲୀୟମ୍‍କୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି” ? ତହୁଁ ସେ କହିଲା, “ନା।”

Gade chapit la Kopi

ପବିତ୍ର ବାଇବଲ

30 ପୁଣି ଗଧ ବିଲିୟମକୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯେଉଁ ଗଧ ଉପରେ ଚଢ଼ି ଆସିଅଛ, ମୁଁ କ’ଣ ତୁମ୍ଭର ସେହି ଗଧ ନୁହେଁ? ମୁଁ କ’ଣ ଅତୀତରେ ତୁମ୍ଭ ପ୍ରତି କେବେ ଏପରି ବ୍ୟବହାର କରିଥିଲି?” ତହୁଁ ସେ କହିଲା, “ନା।”

Gade chapit la Kopi




ଗଣନା ପୁସ୍ତକ 22:30
4 Referans Kwoze  

କିନ୍ତୁ ସେ ଆପଣା ଅପରାଧ ସକାଶେ ଅନୁଯୋଗ ପ୍ରାପ୍ତ ହେଲା, ଗୋଟିଏ ମୂକ ପଶୁ ମନୁଷ୍ୟ ସ୍ୱରରେ କଥା କହି ଭାବବାଦୀର ଉନ୍ମତ୍ତତା ନିବୃତ୍ତ କଲା।


ତେବେ ବିଲୀୟମ୍‍ ଗର୍ଦ୍ଦଭୀକୁ କହିଲା, “କାରଣ ତୁ ମୋତେ ପରିହାସ କରୁଅଛୁ; ମୋʼ ହାତରେ ଖଣ୍ଡା ଥିଲେ ମୁଁ ଏବେ ତୋତେ ବଧ କରନ୍ତି।”


ଏଥିରେ ସଦାପ୍ରଭୁ ବିଲୀୟମ୍‍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା।


Swiv nou:

Piblisite


Piblisite