ଗଣନା ପୁସ୍ତକ 22:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏଥିରେ ସଦାପ୍ରଭୁ ବିଲୀୟମ୍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା। Gade chapit laପବିତ୍ର ବାଇବଲ (Re-edited) - (BSI)31 ଏଥିରେ ସଦାପ୍ରଭୁ ବିଲୀୟମର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ଼୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା। Gade chapit laଓଡିଆ ବାଇବେଲ31 ଏଥିରେ ସଦାପ୍ରଭୁ ବିଲୀୟମ୍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା। Gade chapit laପବିତ୍ର ବାଇବଲ31 ଏଥିରେ ସଦାପ୍ରଭୁ ବିଲିୟମର ଚକ୍ଷୁ ଖୋଲି ଦେଲେ ଏବଂ ସେ ସଦାପ୍ରଭୁଙ୍କ ଦୂତକୁ ପଥ ମଧ୍ୟରେ ଖଡ଼୍ଗ ଧାରଣ କରି ଛିଡ଼ା ହୋଇଥିବା ଦେଖିଲା। ତହିଁରେ ସେ ହତାଶ ହୋଇ ଭୂମିରେ ପଡ଼ି ଗଲା। Gade chapit la |