Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 22:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯତ୍ନରେ ଲୋକ ପଠାଇଲୁ ନାହିଁ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତାନ୍ତ ଅସମର୍ଥ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ପୁଣି ବାଲାକ ବିଲୀୟମକୁ କହିଲେ, ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯନିରେ ଲୋକ ପଠାଇଲୁ ନାହିଁ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତା; ଅସମର୍ଥ?

Gade chapit la Kopi

ଓଡିଆ ବାଇବେଲ

37 ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯତ୍ନରେ ଲୋକ ପଠାଇଲୁ ନାହିଁ ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତାନ୍ତ ଅସମର୍ଥ ?”

Gade chapit la Kopi

ପବିତ୍ର ବାଇବଲ

37 ବାଲାକ୍ ବିଲିୟମକୁ କହିଲେ, “ମୁଁ ତୁମ୍ଭକୁ ମୋର କୁଳିନମାନଙ୍କ ମାଧ୍ୟମରେ ନିମନ୍ତ୍ରଣ କଲି। କିନ୍ତୁ ତୁମ୍ଭେ ଆସିଲ ନାହିଁ। ମୁଁ କ’ଣ ତୁମ୍ଭକୁ ପୁରସ୍କାର ଦେବାକୁ ସମର୍ଥ ନୁହେଁ କି?”

Gade chapit la Kopi




ଗଣନା ପୁସ୍ତକ 22:37
8 Referans Kwoze  

ଏନିମନ୍ତେ ତୁମ୍ଭେ ଏବେ ଆପଣା ସ୍ଥାନକୁ ପଳାଅ; ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା; ମାତ୍ର ଦେଖ, ସଦାପ୍ରଭୁ ତୁମ୍ଭକୁ ସମ୍ଭ୍ରମ ପାଇବାରୁ ବାରଣ କରିଅଛନ୍ତି।”


ତୁମ୍ଭେମାନେ କିପରି ବିଶ୍ୱାସ କରିପାର? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ବରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ।


ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଐଶ୍ୱର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ।


କାରଣ ପୂର୍ବ ଦିଗରୁ, କିମ୍ବା ପଶ୍ଚିମ ଦିଗରୁ, କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ।


ଏଥିଉତ୍ତାରେ ବିଲୀୟମ୍‍ର ଆଗମନ ସମ୍ବାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ।


ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ଦେଖ, ମୁଁ ତୁମ୍ଭ ନିକଟକୁ ଆସିଅଛି; ମାତ୍ର ଏବେ କୌଣସି କଥା କହିବାକୁ କି ମୋହର କିଛି ସାମର୍ଥ୍ୟ ଅଛି? ପରମେଶ୍ୱର ମୋʼ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।”


Swiv nou:

Piblisite


Piblisite