ଗଣନା ପୁସ୍ତକ 23:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋʼ କଥାରେ କର୍ଣ୍ଣପାତ କର। Gade chapit laପବିତ୍ର ବାଇବଲ (Re-edited) - (BSI)18 ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋʼ କଥାରେ କର୍ଣ୍ଣପାତ କର। Gade chapit laଓଡିଆ ବାଇବେଲ18 ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋ’ କଥାରେ କର୍ଣ୍ଣପାତ କର।” Gade chapit laପବିତ୍ର ବାଇବଲ18 ତା'ପରେ ବିଲିୟମ କହିଲେ, “ହେ ବାଲାକ୍, ଉଠ ଏବଂ ମୋ’ କଥା ଶୁଣ, ହେ ସିପ୍ପୋରର ପୁତ୍ର, ଦୟାକରି ମୋ’ କଥାକୁ ତୁମ୍ଭର କର୍ଣ୍ଣ ଦିଅ। Gade chapit la |