ଗଣନା ପୁସ୍ତକ 23:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି, ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ। Gade chapit laଓଡିଆ ବାଇବେଲ20 ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି, ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ। Gade chapit laପବିତ୍ର ବାଇବଲ20 ଦେଖ, ସଦାପ୍ରଭୁ ମୋତେ ଆଶୀର୍ବାଦ କରିବାକୁ ଆଜ୍ଞା ଦେଇଛନ୍ତି। ସେ ନିଜେ ମଧ୍ୟ ଆଶୀର୍ବାଦ କରିଛନ୍ତି। ଏଣୁ ମୁଁ ଏହା ଅନ୍ୟଥା କରି ନ ପାରେ। Gade chapit la |